ରାଜଧାନୀରୁ ୧ କୋଟି ଟଙ୍କାର ଗଞ୍ଜେଇ ଜବତ: ଜଣେ ଗିରଫ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଭୁବନେଶ୍ୱର ଭରତପୁର ଅଞ୍ଚଳରୁ ଶୁକ୍ରବାର ଭୋର୍‌ରୁ ୯୩ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟିରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ କହିଛି।
ପୋଲିସ ସୂଚନାନୁଯାୟୀ, ଆଜି ଭୋର୍‌ରୁ ଭରତପୁର ନିକଟରେ ଏକ ବୋଲେରୋରେ ବିପୁଳ ପରିମାଣର ଗଞ୍ଜେଇ ଚୋରାଚାଲାଣ ହେଉଥିବା ଖବର ମିଳିଥିଲା। ଏହି ଆଧାରରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ତେବେ ଏହି ଚଢ଼ାଉ ସମୟରେ ଉକ୍ତ ବୋଲେରୋରୁ ୯୩ କେଜି ଗଞ୍ଜେଇ ଜବତ କରାଯିବା ସହ ଜଣଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଲ୍‌ଓ୍ବେ ଡେପୁଟି ଚିଫ୍‌ ଇଞ୍ଜିନିୟର ଗିରଫ

ଭୁବନେଶ୍ୱର,୨୬ା୫ (ବ୍ୟୁରୋ): ରେଲ୍‌ଓ୍ବେରେ ବହୁ କୋଟି ଟଙ୍କାର ପ୍ରୋଜେକ୍ଟ ଦେବାକୁ କହି ଜଣେ ଠିକାଦାରଙ୍କଠାରୁ ୫୦ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ରେଲ୍‌ଓ୍ବେ ଡେପୁଟି ଚିଫ୍‌ ଇଞ୍ଜିନିୟର...

ସବୁଠି ଉତ୍ସବ

ବାରିପଦା ଅଫିସ/ରାଇରଙ୍ଗପୁର, ୨୬।୭(ଡି.ଏନ.ଏ.) ଭାରତର ୧୫ତମ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ମୟୂରଭଞ୍ଜ ମାଟିର ଝିଅ ଦ୍ରୌପଦୀ ମୁର୍ମୁ। ଏନେଇ ଜିଲା ତଥା ଅଞ୍ଚଳବାସୀ ବେଶ୍‌...

CORONAVIRUS UPDATE: ରାଜ୍ୟରେ ପୁଣି ୧୬୪୩ କରୋନା ପଜିଟିଭ ଚିହ୍ନଟ; ୪୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ ଶନିବାର ୨୮ ଜିଲାରୁ ପୁଣି ୧୬୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪,୧୯୩...

‘ଅମ୍ଫନ୍‌’କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୬ା୬(ବ୍ୟୁରୋ)/ଚାନ୍ଦବାଲି/ଭଦ୍ରକ ଅଫିସ, (ଡି.ଏନ୍‌.ଏ.)/ଜଗତ୍‌ସିଂହପୁର ଅଫିସ/ଏରସମା(ସ୍ବ.ପ୍ର.): ବାତ୍ୟା ‘ଅମ୍ଫନ୍‌’ର କ୍ଷୟକ୍ଷତି ଆକଳନ କରିବାକୁ ଓଡ଼ିଶା ଗସ୍ତରେ ଆସିଥିବା ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ୪ଟି ଜିଲା...

ସ୍ତ୍ରୀଙ୍କୁ ପିଟି ହତ୍ୟା କଲେ ସ୍ବାମୀ

ଟାଙ୍ଗୀ(ଖୋର୍ଦ୍ଧା),୨୫ା୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ସୋରଣର ମାନସିଂହପୁର ଗ୍ରାମ ଗୋପବନ୍ଧୁ ସାହିରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାଗ୍ରସ୍ତ ସ୍ବାମୀ...

ମିଳୁନି ସହାୟତା, ପୁନରୁଦ୍ଧାରରେ ବାଧା: ଉଜୁଡ଼ା ବେପାର ସଜାଡ଼ି ହେଉନି

ଭୁବନେଶ୍ୱର,୬ା୬(ବ୍ୟୁରୋ): ବାତ୍ୟା ‘ଫନୀ’ ଭୁବନେଶ୍ୱରରେ ବ୍ୟାପକ କ୍ଷୟକ୍ଷତି କରିଥିଲା, ଯାହାର ଏବେସୁଦ୍ଧା ଭରଣା ହୋଇପାରିନାହିଁ। ବହୁତ କଷ୍ଟରେ କେତେଜଣ ଅଣ୍ଟା ସଳଖି ଛିଡ଼ା ହୋଇଛନ୍ତି। ହେଲେ...

୬୪,୨୧୪ ପିଭିଟିଜିକୁ କୋଭିଡ୍‌ ସହାୟତା

ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟର ୬୪ ହଜାର ୨୧୪ ଆପଦଗ୍ରସ୍ତ ଆଦିମ ଜନଜାତି ପରିବାର (ପିଭିଟିଜି)କୁ ‘ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ୍‌ ସହାୟତା’ ପ୍ରଦାନ କରାଯାଇଛି। କରୋନା ଦ୍ୱିତୀୟ...

ରାଜ୍ୟରେ ୩ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୧ କୁ ବୃଦ୍ଧି...

Advertisement
Archives

Model This Week