ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ

କେନ୍ଦୁଝର,୧୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବାରିଆ ଥାନା ଅଧୀନ ପାହାଡ଼ପୁର ଗ୍ରାମର ସ୍ବର୍ଗତ ଭୀମସେନ ନାୟକଙ୍କ ପୁଅ ବନମାଳୀ ନାୟକ(୪୦) ବୁଧବାର ନିଜ ବାଇକ ଯୋଗେ ବଡ଼ନେଉଳିରୁ ଖୁଦପଶି ଯାଉଥିବା ବେଳେ ଅନ୍ୟ ଏକ ବାଇକ ସହ ଧକ୍କା ହୋଇଥିଲେ। ଏଥିରେ ସେ ଗୁରୁତର ଆହତ ହୋଇ ପଡ଼ିଥିବା ବେଳେ ତାଙ୍କୁ ଉଦ୍ଧାର କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଯିବାରୁ ତାଙ୍କୁ ଶବ ଗୃହରେ ରଖାଯାଇଥିଲା । ଗୁରୁବାର ଶବ ବ୍ୟବଚ୍ଛେଦ ପରେ ପୋଲିସ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରୋତ୍ସାହନ ମିଳୁନି, ସଙ୍କଟରେ ଖପର କାରିଗର

ଜାମଟିକ୍ରା, ୧ା୭(ଡି.ଏନ.ଏ) ପଶ୍ଚିମ ଓଡିଶାରେ ଖପର ଘର ସଂଖ୍ୟା ଅଧିକ। ଏଥିପାଇଁ ଲୋକମାନେ ବର୍ଷା ଋତୁ ଆସିବା ପୂର୍ବରୁ ଖପର କିଣି ଛାତ ସଜାଡନ୍ତି। ଏହାକୁ...

ହଦଗଡ଼ ଡ୍ୟାମ୍‌ର ସୁରକ୍ଷା ନେଇ ପ୍ରଶ୍ନବାଚୀ

ହାଟଡିହୀ, ୧୦।୬(ଶୁଭକାନ୍ତ ନାୟକ)-କେନ୍ଦୁଝର ଓ ଭଦ୍ରକ ଜିଲାକୁ କେନାଲ ଯୋଗେ ଜଳସେଚନ ସୁବିଧା ଯୋଗାଉଥିବା ହଦଗଡ଼ ଡ୍ୟାମର ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କେନ୍ଦୁଝର...

ଲୁର୍ଦ୍ଦୁମେରୀଙ୍କ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୨।୨(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗଁା ଠାରେ ଲୁର୍ଦ୍ଦୁମେରୀଙ୍କ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ ହୋଇଯାଇଛି। କଟକ ଡାଇଓସେସ୍ର ବିଶପ ଜୋହନ ବାରୱାଙ୍କ ତତ୍ତ୍ୱାବଧାନରେ ବିଭିନ୍ନ ମଣ୍ଡଳୀରୁ ଆସିଥିବା...

ଗଞ୍ଜାମ ଜିଲାକୁ ବନ୍ଦ ହେଲା ଟ୍ରେନ୍‌ ସେବା

ଭୁବନେଶ୍ୱର, ୮ା୭(ବ୍ୟୁରୋ)-ଗଞ୍ଜାମରେ କୋଭିଡ-୧୯ ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଜିଲାରେ ଟ୍ରେନ୍‌ ସେବାକୁ ବନ୍ଦ କରାଯାଇଛି। ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲାର ସମସ୍ତ ଷ୍ଟେସନ...

ରେଲ୍‌ଓ୍ବେ ଓଭରବ୍ରିଜ୍‌ ନିର୍ମାଣରେ ବିଳମ୍ବ

ଯାଜପୁର ରୋଡ,୯ା୯(ଡି.ଏନ.ଏ.): ଯାଜପୁରରୋଡ୍‌ ରେଳ ଷ୍ଟେଶନର ଉତ୍ତର ପଟେ ଓଭରବ୍ରିଜ ନିର୍ମାଣରେ ବିଳମ୍ବକୁ ନେଇ ଯାଜପୁରରୋଡ୍‌ ଷ୍ଟେଶନ ମ୍ୟାନେଜରଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।...

ଚାଷ ଜମିରେ ଲୁଣାପାଣି : ଚାଷୀଙ୍କ ଆନ୍ଦୋଳନ

ମହାକାଳପଡା,୨୪ା୬(ଡି.ଏନ୍‌.ଏ.): ମହାକାଳପଡା ବ୍ଲକ ଖରିନାସୀ ପଞ୍ଚାୟତ ଅନ୍ତର୍ଗତ ବାରଶହ ଏକର ଅଞ୍ଚଳ ଚାଷ ଜମି ପାର୍ଶ୍ୱରେ ଚିଙ୍ଗୁଡି ବ୍ୟବସାୟୀମାନେ ବେଆଇନ ଭାବେ ଘେରି ନିର୍ମାଣ କରିଛନ୍ତି।...

CORONAVIRUS UPDATE : ନୂଆ ୧୭ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୧୬ ଆକ୍ରାନ୍ତ ସୁରଟ ଫେରନ୍ତା, ରାଉରକେଲା ଆକ୍ରାନ୍ତ କଣ୍ଟେନମେଣ୍ଟ ଜୋନ୍‌ର

ଭୁବନେଶ୍ୱର, ୯।୫(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସକାଳେ ୧୪ ଏବଂ ପରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ପାଚିକା, ସହାୟିକାଙ୍କ ବୈଠକ

ପାତ୍ରପୁର,୨୩ା୧୨(ଡି.ଏନ୍‌.ଏ.) -ପାତ୍ରପୁର ଦୁର୍ଗାଦେବୀ ମନ୍ଦିର ପ୍ରାଙ୍ଗଣରେ ରବିବାର ପାଚିକା, ସହାୟିକାମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପାତ୍ରପୁର ବ୍ଲକ ସମେତ ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ...

Advertisement
Archives

Model This Week