ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। ଏ ନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ହେଲେ କଳାହାଣ୍ଡି ଜିଲାର ୬୪ ବର୍ଷିୟ ମହିଳା। ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌: ଆଜି ୩୬୮ ପଜିଟିଭ୍‌ ଚିହ୍ନଟ, ୭ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା...

ରାଜ୍ୟ ଖଣି ରାଜସ୍ବକୁ ଜେଏସ୍‌ଡବ୍ଲ୍ୟର ସର୍ବାଧିକ ଯୋଗଦାନ

କୁଜଙ୍ଗ,୨ା୪(ଡି.ଏନ୍‌.ଏ.): ଚଳିତ ବର୍ଷ ଓଡ଼ିଶା ସରକାରଙ୍କ ଦ୍ୱାରା ଆଦାୟ ହୋଇଥିବା ମୋଟ ଖଣି ରାଜସ୍ବରେ ଜେଏସ୍‌ଡବ୍ଲ୍ୟୁ ପୁଣି ସର୍ବାଧିକ ଯୋଗଦାନକାରୀ ହୋଇପାରିଛି। ଚଳିତ ଆର୍ଥିକ ବର୍ଷରେ...

ବିପିୟୁଟିର ସମସ୍ତ ଅନଲାଇନ୍‌ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୭।୭(ବ୍ୟୁରୋ)-କରୋନା ଜନିତ କଟକଣା ଲାଗି ବିପିୟୁଟିର ସମସ୍ତ ଅନ୍‌ଲାଇନ ପରୀକ୍ଷା ସ୍ଥଗିତ କରି ଦିଆଯାଇଛି। ଆସନ୍ତା ୩୧ ପର୍ଯ୍ୟନ୍ତ ଏହିସବୁ ପରୀକ୍ଷା ସ୍ଥଗିତ ରଖାଯାଇଛି। ବିପିୟୁଟି...

ଥାନା ଭିତରେ ଦୁଇ ଗୋଷ୍ଠୀ ମୁହାଁମୁହିଁ: ୨ ଗୁରୁତର

ବାଲେଶ୍ୱର ଅଫିସ, ୬।୪: ବାଲେଶ୍ୱର ଜିଲା ରେମୁଣା ଥାନା ଭିତରେ ମଙ୍ଗଳବାର ସନ୍ଧ୍ୟାରେ ଦୁଇଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଥିଲା। ଥାନା ଭଙ୍ଗାରୁଜା ସହ ଗୋଟିଏ ଗୋଷ୍ଠୀର...

ଗଞ୍ଜାମ ଜିଲାର ନୂତନ ଡିଆଇପିଆର୍‌ଓଙ୍କ ଦାୟିତ୍ୱ ଗ୍ରହଣ

ଛତ୍ରପୁର,୧୧ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ଭାବେ ରବି ନାରାୟଣ ବେହେରା ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୯୬ରୁ ସେ ଓଡ଼ିଶା ସୂଚନା...

ନ୍ୟାୟ ପାଇଁ ପୀଡ଼ିତା ହାଇକୋର୍ଟଙ୍କ ଦ୍ୱାରସ୍ଥ

ଭୁବନେଶ୍ୱର,୨୯।୨ (ବ୍ୟୁରୋ): ଜଣେ ଶିକ୍ଷକଙ୍କୁ କେତେକ ଲୋକ ଲଣ୍ଡା କରିବା ସହ ତାଙ୍କ ଶିକ୍ଷୟିତ୍ରୀ ସ୍ତ୍ରୀଙ୍କୁ ଉଲଗ୍ନ କରି ବୁଲାଇଲେ। ଏପରି କି ଏହାର ଭିଡିଓ...

ବିନା ଭକ୍ତରେ ହେବ ସ୍ନାନ ଯାତ୍ରା

ପୁରୀ ଅଫିସ,୧୨ା୬: ଚଳିତମାସ ୨୪ ତାରିଖରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ । ତେବେ କରୋନା କଟକଣା ଭିତରେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ...

ରାଜଧାନୀର ୯ ଅଞ୍ଚଳ କଣ୍ଟେନ୍‌ମେଣ୍ଟ ଜୋନ୍‌

ଭୁବନେଶ୍ୱର,୧୩।୧(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ବଢିି ଚାଲିଛି। ତେବେ ଆଉ ୯ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି । କୋଭିଡ ପଜିଟିଭ୍‌...

Advertisement
Archives

Model This Week