୧ ଡଲାର=୮୬.୭୦ ଟଙ୍କା

ମୁମ୍ବାଇ,୧୪।୧: ପ୍ରାୟ ୨ ବର୍ଷ ମଧ୍ୟରେ ଗୋଟିଏ ଦିନରେ ଟଙ୍କା ମୂଲ୍ୟରେ ସର୍ବକାଳୀନ ହ୍ରାସ ଘଟିଛି। ଆମେରିକୀୟ ଡଲାର ତୁଳନାରେ ଟଙ୍କା ମୂଲ୍ୟ ୬୬ ପଇସା ହ୍ରାସ ପାଇ ୮୬ ଟଙ୍କା ୭୦ ପଇସାରେ ପହଞ୍ଚିଛି। ଡଲାରର ମୂଲ୍ୟ ବୃଦ୍ଧି ସାଙ୍ଗକୁ ଅଶୋଧିତ ତୈଳ ଦର ବଢ଼ିବା କାରଣରୁ ଭାରତୀୟ ମୁଦ୍ରା ନିମ୍ନଗାମୀ ହୋଇଛି। ଆନ୍ତଃବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜରେ ଡଲାର ତୁଳନାରେ ଟଙ୍କା ମୂଲ୍ୟ ୮୬.୧୨ରୁ ଆରମ୍ଭ ହୋଇ ପରେ ୮୬.୧୧ରେ ରହିବା ପରେ କାରବାର ଶେଷ ବେଳକୁ ୬୬ ପଇସା ଖସି ୮୬.୭୦ ହୋଇଥିଲା। ଗୋଟିଏ ଦିନରେ ଟଙ୍କା ମୂଲ୍ୟ ୬୬ ପଇସା କମିବା ପାଖାପାଖି ୨ ବର୍ଷ ମଧ୍ୟରେ ସର୍ବାଧିକ। ୨୦୨୩ ଫେବୃଆରୀ ୬ରେ ଟଙ୍କା

ମୂଲ୍ୟ ସର୍ବାଧିକ ୬୮ ପଇସା ହ୍ରାସ ପାଇଥିଲା। ସୂଚନାଯୋଗ୍ୟ, ଗତ କିଛି ମାସ ହେଲା ଡଲାର ତୁଳନାରେ ଟଙ୍କା ମୂଲ୍ୟ କ୍ରମାଗତ ଭାବେ ହ୍ରାସ ପାଇଚାଲିଛି। ଗତ ଡିସେମ୍ବର ୧୯ରେ ଡଲାର ତୁଳନାରେ ଟଙ୍କା ମୂଲ୍ୟ ୮୫ ଥିବାବେଳେ ଡିସେମ୍ବର ୩୦ରେ ୮୫.୫୨କୁ ଖସିଥିଲା। ଗତ ଶୁକ୍ରବାର ମୂଲ୍ୟ ଆହୁରି ହ୍ରାସ ପାଇ ୮୬.୦୪ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri