୧କି.ଗ୍ରା. ବ୍ରାଉନ୍‌ସୁଗାର, ୨୫ଲକ୍ଷ ଜବତ କଲା ଏସ୍‌ଟିଏଫ୍‌

ଜଳେଶ୍ୱର, ୭।୧୦(ଡି.ଏନ.ଏ.): ପଶ୍ଚିମବଙ୍ଗରୁ ବିପୁଳ ପରିମାଣ ବ୍ରାଉନସୁଗାର ବାଲେଶ୍ୱର ଜିଲା ଜଳେଶ୍ୱରକୁ ଚୋରାଚାଲାଣ ହେଉଛି। ପରବର୍ତ୍ତୀ ସମୟରେ ସେଠାରୁ ଅନ୍ୟ ସ୍ଥାନକୁ ଚାଲାଣ ହେଉଛି। ବୁଧବାର ଏସ୍‌ଟିଏଫ୍‌ର ଏକ ଟିମ୍‌ ୬୦ନଂ. ଜାତୀୟ ରାଜପଥ ଜମାଳପୁର ବାଇପାସ୍‌ଠାରେ ଜଣେ ଯୁବକଙ୍କୁ ଗିରଫ କରିବା ସହ ୧ କି.ଗ୍ରା. ବ୍ରାଉନସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୧ କୋଟି ହେବ। ଯୁବକଙ୍କ ନିକଟରୁ ନଗଦ ୨୫ଲକ୍ଷ ଟଙ୍କା ଜବତ ହୋଇଛି। ଉକ୍ତ ଯୁବକଙ୍କ ଘର ଜଳେଶ୍ୱର ମ୍ୟୁନିସିପାଲିଟିର ନନ୍ଦିକାଠାରେ। ଏସ୍‌ଟିଏଫ୍‌ କିମ୍ବା ଅବକାରୀ ବିଭାଗ ବ୍ରାଉନସୁଗାର କାରବାରର କିଙ୍ଗ୍‌ପିନ୍‌କୁ ଅଦ୍ୟାବଧି ଧରିପାରିନାହିଁ। କେବଳ ବ୍ୟବସାୟୀ କିମ୍ବା ଡେଲିଭରି ବୟମାନଙ୍କୁ ଗିରଫ କରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ମହଙ୍ଗା ଔଷଧରୁ ମିଳିବ ଆଶ୍ୱସ୍ତି! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪ା୭: କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର (DPCO), ୨୦୧୩ରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି, ଯାହାଦ୍ୱାରା ରୋଗୀମାନଙ୍କୁ ଶସ୍ତାରେ ଔଷଧ ମିଳିବା ସହଜ ହେବ।…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପରିବେଶର ସନ୍ତୁଳନ ରକ୍ଷା ନିହାତି ଆବଶ୍ୟକ: ଔଷଧୀୟ ଚାରା ରୋପଣ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୭ତମ ବନ ମହୋତ୍ସବ ସପ୍ତାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri