Posted inଜାତୀୟ

କ୍ୱାରାଣ୍ଟାଇନ ସେଣ୍ଟରରେ କିଲୋ ପ୍ରତି ୫୮୦ ଟଙ୍କାରେ କିଣାଯାଇଛି ଟମାଟୋ

କାଙ୍କେର,୩୦।୮: ଛତିଶଗଡ଼ର ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ଟମାଟୋ କିଲୋପ୍ରତି ୫୮୦ ଟଙ୍କାରେ କିଣା ଯାଇଥିବା ଜଣାପଡିଛି। କାଙ୍କେର ଜିଲାର କ୍ୱାରାଣ୍ଟାଇନ ସେଣ୍ଟରରେ ଟମାଟୋର ଏହି ମହଙ୍ଗା ଦର ସ୍ଥାନୀୟ ଜନ ପ୍ରତିନିଧିଙ୍କ ଭ୍ରଷ୍ଟାଚାରକୁ ପଦାରେ ପକାଇଛି ବୋଲି କୁହାଯାଉଛି। ତେବେ ଏହି ମାମଲାରେ ସରକାରୀ ଅଧିକାରୀମାନେ ଚୁପ୍‌ ଥିବା କୁହାଯାଉଛି। ସୂଚନାଯୋଗ୍ୟ, ଲକ୍‌ଡାଉନ ସମୟରେ ଏହି କ୍ୱାରାଣ୍ଟାଇନ ସେଣ୍ଟରରେ ଅନ୍ୟ ରାଜ୍ୟରୁ ଆସିଥିବା ଶ୍ରମିକ ଓ ଛାତ୍ରୀଛାତ୍ରଙ୍କୁ ରଖାଯାଇଥିଲା। ଏମାନଙ୍କ ପାଇଁ ଯେଉଁ ଖାଦ୍ୟର ବ୍ୟବସ୍ଥା ସେଠାରେ କରାଯାଇଥିଲା ସେଥିରେ ହୋଇଥିବା ଭ୍ରଷ୍ଟାଚାର ଏବେ ସାମ୍ନାକୁ ଆସିଛି। ଆର୍‌ଟିଆଇରୁ ମିଳିଥିବା ତଥ୍ୟରୁ ଏହାର ସତ୍ୟତା ବିଷୟରେ ଜଣାପଡିଛି। ଯେତେବେଳେ ଟମାଟୋ ଦାମ ବଜାରରେ କିଲୋଗ୍ରାମ ପ୍ରତି ଦର ୨୦ ଟଙ୍କା ଥିଲା ସେତେବେଳେ ଉକ୍ତ କ୍ୱାରାଣ୍ଟାଇନ ସେଣ୍ଟରରେ ଟମାଟୋ କିଲେ ୫୮୦ ଟଙ୍କାରେ କ୍ରୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?