୧୫ ମାସରେ ୧ ଲକ୍ଷ ୭ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୧୫।୯: ଭୁବନେଶ୍ୱର ୟୁନିଟ-୩ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ସୋମବାର ଅନୁଷ୍ଠିତ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ସୂଚନା ଦେଇଛନ୍ତି। ୧୫ ମାସରେ ୧ ଲକ୍ଷ ୭ ହଜାର ୯୨୬ଜଣଙ୍କୁ ନିଯୁକ୍ତି ଦିଆଯାଇଥିବା ମୁଖମନ୍ତ୍ରୀ କହିଛନ୍ତି। ସରକାରୀ ପଦବୀରେ ୩୦ ହଜାର ଯୋଗ୍ୟ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଅଯାଇଥିବା ବେଳେ ଘରୋଇ କ୍ଷେତ୍ରରେ ୭୭ ହଜାର ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ର କହିଥିଲେ, ଓଡ଼ିଶାର ଶିଳ୍ପ ଇତିହାସରେ ଆଉ ଏକ ସ୍ବର୍ଣ୍ଣିମ ଅଧ୍ୟାୟ ଯୋଡ଼ି ହୋଇଛି। ରାଜ୍ୟରେ ୩ ଜିଲାକୁ ଛାଡ଼ି ୨୭ ଜିଲାରେ ଶିଳ୍ପ ହୋଇଛି। ସରକାର ସୋମବାର ୧୬ଟି ସେକ୍ଟରରେ ବିଭିନ୍ନ ଶିଳ୍ପର ଶିଳାନ୍ୟାସ କରିଛନ୍ତି।

ସରକାର ଟାର୍ଗେଟ ପୂରଣରେ ନିକଟତର ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ସରକାରଙ୍କ ପକ୍ଷରୁ ଯେଉଁ ପ୍ରତିଶ୍ରୁତି ଦିଆଯାଇଛି ତାହା ପୂରଣ କରିବାକୁ ଲାଗିଛୁ। ମାତ୍ର ୧୬୫ ଦିନରେ ୮୪ ପ୍ରକଳ୍ପର ଗ୍ରାଉଣ୍ଡିଙ୍ଗ କରି ସାରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏପରିକି ସରକାର ୧ ଲକ୍ଷ ୬୪ ହଜାର ନିଯୁକ୍ତି ସୁନିଶ୍ଚିତ କରିଥିବା ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri