୧ ଲକ୍ଷ ୯୦ ହଜାର ଟଙ୍କାର ଜାଲ୍‌ନୋଟ ଜବତ: ବନ୍ଧା ହେଲେ ଯୁବକ

ଢେଙ୍କାନାଳ ଅଫିସ,୧୭।୧୨: ଢେଙ୍କାନାଳ ସଦର ଥାନା ଅଞ୍ଚଳରୁ ଲକ୍ଷାଧିକ ଟଙ୍କାର ଜାଲ୍‌ନୋଟ ପୋଲିସ ଜବତ କରିଛି। ସଦର ଥାନା ଅଧୀନ ଭାପୁର ରଥପଦା ଅଞ୍ଚଳରେ ପୋଲିସର ଏସ୍‌ଟିଏଫ୍‌ ଟିମ୍‌ ଅଚାନକ ଚଢ଼ାଉ କରି ୧ ଲକ୍ଷ ୯୦ ହଜାର ୬୦୦ ଟଙ୍କାର ଜାଲ୍‌ନୋଟ ଜବତ କରି କାରବାରରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରଛି। ଗିରଫ ବ୍ୟକ୍ତି ଜଣକ ହେଲେ ଦେବଗଡ଼ କଚେରିସାହି ଗାଁର ତୁଷାର କୁମାର ବିଶ୍ୱାଳ। ଏନେଇ ଢେଙ୍କାନାଳ ସଦର ଥାନାରେ ଏକ ମାମଲା ରୁଜୁ କରାଯାଇ ପୋଲିସ ତଦନ୍ତ ଚଳାଇଛି। ଏହା ପଛରେ ଏକ ର଼୍ୟାକେଟ କାମ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri