ରାଜ୍ୟରେ ପହଞ୍ଚିଲା ୧ଲକ୍ଷ କୋଭିଡ ଟିକା

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଗୁରୁବାରଠୁ ପୁଣିଥରେ ମାଗଣାରେ କୋଭିଡ ଟିକାକରଣ କରାଯିବ। ଏଥିପାଇଁ ମଙ୍ଗଳବାର କେନ୍ଦ୍ରରୁ ୧ଲକ୍ଷ ଡୋଜ କୋଭିସିଲଡ୍‌ ଟିକା ପହଞ୍ଚିଛି। ପ୍ରଥମ ପର୍ଯ୍ୟାୟରେ ଆବଶ୍ୟକତା ଅନୁସାରେ ସମସ୍ତ ଜିଲାକୁ ଟିକା ପଠାଯିବ ବୋଲି ଜଣାପଡିଛି। ଯେଉଁମାନେ ଦ୍ୱିତୀୟ ଡୋଜ ଏବଂ ବୁଷ୍ଟର ଡୋଜ ଟିକା ନେଇନାହାନ୍ତି ସେମାନେ ଜାନୁୟାରୀ ୧୯ରୁ ଆରମ୍ଭ ହେଉଥିବା ଟୀକାକରଣ ଅଭିଯାନରେ ସାମିଲ ହେବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାରାଣ୍ଟାଇନ ଶେଷ ପରେ ଗାଁରେ ପହଞ୍ଚାଇଲାନି ପ୍ରଶାସନ: ରାତିରେ ଅଧାରାସ୍ତାରେ ଛାଡ଼ିଗଲେ ଡ୍ରାଇଭର

ମାଲକାନଗିରି,୪ା୫(ଡି.ଏନ୍‌.ଏ.) : କରୋନା ଭୂତାଣୁର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣକରି ଚାଲିଛନ୍ତି। ମାଲକାନଗିରି ଜିଲା ପ୍ରଶାସନ ଏହି ନିୟମକୁ...

ନନ୍ଦନକାନନରେ ଅଫଲାଇନ ଟିକଟ

ବାରଙ୍ଗ,୨।୩(ଡି.ଏନ୍‌.ଏ.): ନନ୍ଦନକାନନରେ ଅଫଲାଇନ ଟିକଟ ଓ ବଣଭୋଜିକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତିା ନନ୍ଦନକାନନ ଉପନିର୍ଦ୍ଦେଶକ ଏ ନେଇ ସୂଚନା ଦେଇଛନ୍ତି । ଜାନୁୟାରୀ ୭ରୁ...

ବଦଳୁନି ଆପରାଧିକ ମନୋଭାବ

ଅନୁଗୋଳ ଅଫିସ, ୧୧ା୪:  ଅପରାଧରେ ଜଡ଼ିତ ଅଭିଯୋଗରେ ଜେଲ ପଠାଯାଉଛି। ମାସ ମାସ ଧରି କାରାଗାରାରେ ରଖାଯାଇ ଦଣ୍ଡିତ କରାଯାଉଛି। ଆପରାଧିକ କାର୍ଯ୍ୟ ଛାଡ଼ି ସାଧାରଣ ଜୀବନକୁ...

ଅଁଟାରୁ ତଲକେ ଅଚଲ, ଖଟେ ପଡ଼ିଛନ୍‌ ବିପିନ: ଚିକିଛା ସାହାଯ୍‌ ଲାଗି ପରିବାରର ଆକୁଲ ନିବେଦନ

  ଲାଠୋର, ୩୧ା୮ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ସଦର ମନ୍ଦିର ପଡ଼ାର ବିପିନ ସେଠ୍‌(୫୩) ରୋଗ୍‌ ପରଭାବରେ ଖଟେ ପଡ଼ି...

ଡିସେମ୍ବର ପହିଲାରୁ କଡ଼ାକଡ଼ି ହେବ ଯାନବାହନ ଯାଞ୍ଚ: ବିଧାନସଭାରେ କୋହଳ ଅବଧିକୁ ଆଉ ତିନି ମାସ ବଢ଼ାଇବାକୁ ଦାବି

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସମଗ୍ର ଦେଶରେ ସଂଶୋଧିତ ମୋଟର ଯାନ ଆଇନ ୨୦୧୯ ଲାଗୁ ହୋଇଛି। ସେପ୍ଟେମ୍ବର ପହିଲାରୁ ଏହି ଆଇନ ରାଜ୍ୟରେ ଲାଗୁ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ...

ପେନ୍‌ସନ ସମ୍ପର୍କିତ ଅଭିଯୋଗ ରଖିଲେ ଅବସରପ୍ରାପ୍ତ ନୌସୈନିକ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ଭେଟେରାନ୍ସ କ୍ଲବ୍‌ ଓଡ଼ିଶା ପକ୍ଷରୁ ଅବସରପ୍ରାପ୍ତ ନୌସୈନିକଙ୍କ ପେନସନ ସମ୍ପର୍କିତ ଏକ ଇପିପିଓ ଅଭିଯୋଗ କାର୍ଯ୍ୟଶାଳା ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ନୌସେନା...

ସଙ୍କୁଚିତ ହେଉଛି ପୁରୁଣାକଟକ-ସମ୍ବଲପୁର ରାସ୍ତା: ବଢୁଛି ଦୁର୍ଘଟଣା

ଭାପୁର, ୨୮।୮(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲାର ଅନ୍ୟତମ ବ୍ୟସ୍ତବହୁଳ ପୁରୁଣା କଟକ-ସମ୍ବଲପୁର ରାସ୍ତା ଦିନକୁ ଦିନ ସଙ୍କୁଚିତ ହୋଇପଡୁଛି। ରାସ୍ତାର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି।...

ପୁରୀ ଜିଲାର ୩ ବୁଥ୍‌ରେ ଆଜି ସାନି ମତଦାନ

ପୁରୀ ଅଫିସ,୧୯ା୫: ପୁରୀ ଜିଲାର ୩ଟି ବୁଥ୍‌ରେ ରବିବାର ସାନି ମତଦାନ ଅନୁଷ୍ଠିତ ହେବ। ଏହି ବୁଥ୍‌ଗୁଡ଼ିକ ହେଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀର ୨୨୨ନଂ. କମାଶାସନ ପ୍ରୋଜେକ୍ଟ...

Advertisement
Archives

Model This Week