୨୪ଘଣ୍ଟାରେ ଲକ୍ଷେ ଓଲା ଇଭି ବୁକିଂ

ନୂଆଦିଲ୍ଲୀ,୧୮।୭ : ନୂତନ ଜ୍ଞାନକୌଶଳରେ ନିର୍ମିତ ଓଲା ବିଦ୍ୟୁତ ଚାଳିତ ଦୁଇ ଚକିଆ ଯାନ ମାତ୍ର ୨୪ ଘଣ୍ଟା ମଧ୍ୟରେ ୧,୦୦,୦୦୦ ବୁକିଂ ହୋଇଥିବା ଯାତ୍ରୀ ସେବା ପ୍ରଦାନକାରୀ ସଂସ୍ଥା ଓଲା ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ଗତ କିଛିଦିନ ତଳେ ବିଦ୍ୟୁତ ଯାନ (ଇଭି) ନିର୍ମାଣ ପାଇଁ ମନବଳାଇଥିବା ଓଲା ୧୫ଜୁଲାଇ ସନ୍ଧ୍ୟା ସମୟରୁ ତାର ଇଭି ମଡେଲ ବୁକିଂ ପାଇଁ ଘୋଷଣା କରିଥିଲା। କମ୍ପାନୀର ଏହି ଇଭି ବାଇକକୁ କ୍ରୟ କରିବାକୁ ଆଶାୟୀ ଥିବା ଗ୍ରାହକମାନେ କେବଳ ୪୯୯ଟଙ୍କା ଦେଇ ଓଲା ଇଲେକ୍ଟ୍ରି ଡଟ କମ ଜରିଆରେ ବୁକିଂ କରିପାରିବେ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଥିଲା। ଏ ସମ୍ପର୍କରେ ଓଲା ଅଧ୍ୟକ୍ଷ ତଥା ଗ୍ରୁପ ସିଇଓ ଭାବିଶ ଅଗ୍ରଓ୍ବାଲ ଓଲା ଇଭି’ର ବଜାର ପ୍ରବେଶ ଓ ବୁକିଂ ବିଷୟରେ ବିସ୍ତୁତ ସୂଚନା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri