ମାରିଆପୋଲରେ ଫସିରହିଛନ୍ତି ୧ଲକ୍ଷରୁ ଊର୍ଦ୍ଧ୍ୱ ଲୋକ

କ୍ୱିଭ୍‌,୨୨।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୫୮ଦିନରୁ ଅଧିକ ବିତିଲାଣି। ହେଲେ ବି ଯୁଦ୍ଧ ଥମିବାର ନା ନେଉନି। ସମୟକ୍ରମେ ୟୁକ୍ରେନର ଗୋଟିଏ ପରେ ଗୋଟିଏ ସହରକୁ ରୁଷିଆ ନିଜ କବ୍‌ଜାକୁ ନେଉଛି। ଇତିମଧ୍ୟରେ ଗୁରୁବାର ରୁଷିଆ ସୈନ୍ୟ ୟୁକ୍ରେନର ଅନ୍ୟ ସହର ମାରିଆପୋଲକୁ ମଧ୍ୟ କବ୍‌ଜା କରିନେଇଛନ୍ତି। ଉକ୍ତ ସହର ଏବେ ରୁଷୀୟ ସୈନ୍ୟଙ୍କ ନିୟନ୍ତ୍ରଣରେ ରହିଛି ବୋଲି ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଛନ୍ତି। ଅନ୍ୟପଟେ ମାରିଆପୋଲକୁ କବ୍‌ଜା କରିବା ପରେ ଦକ୍ଷିଣ ସହରକୁ ସମ୍ପୂର୍ଣ୍ଣ ଖାଲି କରିବାକୁ ଶୁକ୍ରବାର ମାରିଆପୋଲ ମେୟର ନାଗରିକଙ୍କୁ ନିବେଦନ କରିଛନ୍ତି। ବର୍ତ୍ତମାନ ମାରିଆପୋଲରେ ୧ଲକ୍ଷରୁ ଅଧିକ ଲୋକ ଫସିରହିଛନ୍ତି ବୋଲି ମେୟର ଭାଡିମ ବୋଇଚେଙ୍କୋ କହିଛନ୍ତି। ସେମାନଙ୍କୁ ସମ୍ପୂର୍ଣ୍ଣ ସ୍ଥାନାନ୍ତର କରିବା ନିହାତି ଆବଶ୍ୟକ। ଏଥିସହ ବୋଇଚେଙ୍କୋ ଦାବି କରିଛନ୍ତି ଯେ, ସହରରେ ହଜାର ହଜାର ନାଗରିକଙ୍କ ମୃତ୍ୟୁ ଘଟିଛି। ଅନ୍ୟପଟେ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରାଯାଇନାହିଁ ୋବଲି ରୁଷିଆ ସଫା ସଫା ମନା କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁମି ଅଞ୍ଚଳରେ ଏୟାର୍‌ଷ୍ଟ୍ରାଇକ୍‌ କଲା ରୁଷିଆ: ୨୨ ମୃତ

କ୍ୱିଭ୍‌,୯।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ନେଉନାହିଁ। ରୁଷିଆ ସୁମିର ଆବାସିକ ଅଞ୍ଚଳ ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏଥିରେ ଅତିକମ୍‌ରେ ୨୨...

ଉପରାଷ୍ଟ୍ରପତି ପଦରେ ମୁଁ ପ୍ରଥମ ମହିଳା କିନ୍ତୁ ଶେଷ ନୁହେଁ: କମଲା

ୱାଶିଂଟନ,୮ ।୧୧: ଆମେରିକାର ୪୬ତମ ରାଷ୍ଟ୍ରପତି ପାଇଁ ନିର୍ବାଚନ ସରିଥିବା ବେଳେ ଫଳାଫଳ ବି ଆସି ଯାଇଛି । ଏଥିରେ ଡେମୋକ୍ରାଟିକ୍ ପାର୍ଟିର ଜୋସେଫ ଆର୍...

ମୋବାଇଲ୍‌ ଆପ୍‌ କରୋନା ସମ୍ପର୍କରେ ୧୦୦ମିଟର ଦୂରରୁ କରୁଛି ସଚେତନ: ପ୍ରତି ଘଣ୍ଟାରେ ୨୦ ହଜାର ଡାଉନଲୋଡ୍‌

ସିଓଲ୍‌,୫।୩: କରୋନା ସଂକ୍ରମଣ ପୃଥିବୀରେ ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ସମ୍ପର୍କରେ ସତର୍କ ସୂଚନା ଦେବା ପାଇଁ ଦକ୍ଷିଣ କୋରିଆ ଏକ ମୋବାଇଲ୍‌ ଆପ୍‌ ତିଆରି...

ପାକିସ୍ତାନ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ଇସ୍‌ଲାମାବାଦ,୭ା୭(ପି.ଟି.): ପାକିସ୍ତାନର ସ୍ବାସ୍ଥ୍ୟମନ୍ତ୍ରୀ ଡ. ଜାଫର ମିର୍ଜା କରୋନା ଆକ୍ରାନ୍ତ ଥିବା ସୋମବାର ପରୀକ୍ଷାରୁ ଜଣାପଡିଛି। ତାଙ୍କଠାରେ ସାମାନ୍ୟ ଲକ୍ଷଣ ଦେଖାଦେଇଥିଲା। ଡାକ୍ତରଙ୍କ ପରାମର୍ଶକ୍ରମେ ସେ...

ଲିବିୟାରେ ସଂଘର୍ଷ ଜାରି: ଭାରତୀୟଙ୍କ ପାଇଁ ଜାରି ହେଲା ହେଲ୍‌ପ ଲାଇନ୍‌

ତ୍ରିପୋଲି,୧୯।୪: ଲିବିୟାର ରାଜଧାନୀ ତ୍ରିପୋଲିକୁ ଦଖଲ କରିବାକୁ ଲିବିୟା ସେନା ଓ ବାଗି ଜେନରାଲ ହଫ୍‌ଦାରର ଲିବିୟା ନ୍ୟାଶନାଲ ଆର୍ମି ମଧ୍ୟରେ ସଂଘର୍ଷ ଜାରି ରହିଛି।...

ଜେଲେନ୍‌ସ୍କିଙ୍କ ସହ କଥା ହେଲେ ବିଟ୍ରେନ ପ୍ରଧାନମନ୍ତ୍ରୀ

ଲଣ୍ଡନ/କ୍ୱିଭ୍‌,୧।୫: ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ୟୁକ୍ରେନର ମାରିଆପୋଲରୁ ଲୋକଙ୍କୁ ସୁରକ୍ଷିତ ଭାବେ ବାହାର...

ଆମେରିକା ରାଷ୍ଟ୍ରପତିଙ୍କ ଭାଷଣ ଲେଖିଥିଲେ ଜଣେ ଭାରତୀୟ ବଂଶୋଦ୍ଭବ, ଜାଣନ୍ତୁ ସେ କିଏ

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଜାନୁୟାରୀ ୨୦ରେ ଶପଥ ନେବାପରେ ପ୍ରଥମ ଥର ପାଇଁ ଦେଶକୁ ସମ୍ବୋଧିତ କରିଥିଲେ। ବାଇଡେନଙ୍କ ଭାଷଣ ସମଗ୍ର ବିଶ୍ୱରେ...

ପିତାଙ୍କ ଏମିତି ଫଟୋ ଛାଡିଲେ ଝିଅ, ଲୋକେ ହେଲେ ଭାବୁକ

କାନବେରା,୭।୧: ଅଷ୍ଟ୍ରେଲିଆରେ ଥିବା ଜଙ୍ଗଲରେ ଭୟଙ୍କର ନିଆ ଲାଗିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଅଗ୍ନିଶମ ବିଭାଗ କର୍ମଚାରୀ ରାତିଦିନ ଲାଗିପଡିଛନ୍ତି। କିଛିଦିନ ପୂର୍ବରୁ ଅଗ୍ନିଶମ...

Advertisement
Archives

Model This Week