Posted inଖେଳ

ଫିଫା ବିଶ୍ୱକପ୍‌ ପାଇଁ ୧ ନିୟୁତ ଟିକେଟ ବିକ୍ରି: ଜାଣନ୍ତୁ ଅଧିକ ଟିକେଟ କିଣିଥିବା ଟପ୍‌ ୧୦ ଦେଶ ସମ୍ପର୍କରେ…

ମାୟାମି, ୧୭ା୧୦: ଆସନ୍ତାବର୍ଷ ଉତ୍ତର ଆମେରିକାରେ ଖେଳାଯିବାକୁ ଥିବା ଫିଫା ଫୁଟ୍‌ବଲ ବିଶ୍ୱକପ୍‌ ପାଇଁ ଇତିମଧ୍ୟରେ ଏକ ନିୟୁତ ଟିକେଟ ବିକ୍ରି ହୋଇସାରିଲାଣି। ଚଳିତ ମାସ ପ୍ରାରମ୍ଭରେ ଟିକେଟ ବିକ୍ରି ଆରମ୍ଭ ହୋଇଥିଲା। ୨୧୨ ବିଭିନ୍ନ ଦେଶର ଟିକେଟ କ୍ରେତାଙ୍କ ମଧ୍ୟରେ ଆୟୋଜକ ଦେଶ ୟୁଏସ୍‌, କାନାଡା ଓ ମେକ୍ସିକୋ ଫୁଟ୍‌ବଲପ୍ରେମୀ ଅଧିକ ରହିବା ସ୍ବାଭାବିକ। ଅଧିକ ଟିକେଟ ବିକ୍ରି ହୋଇଥିବା ଟପ୍‌ ୧୦ ଦେଶ ମଧ୍ୟରେ ସ୍ଥାନ ପାଇଥିବା ଅନ୍ୟ ୭ଟି ଦେଶ ହେଲେ ଇଂଲଣ୍ଡ, ଜର୍ମାନୀ, ବ୍ରାଜିଲ, ସ୍ପେନ, କଲମ୍ବିଆ, ଆର୍ଜେଣ୍ଟିନା ଓ ଫ୍ରାନ୍ସ। ଟୁର୍ନାମେଣ୍ଟ ଜୁନ୍‌ ୧୧ରୁ ଜୁଲାଇ ୧୯ ପର୍ଯ୍ୟନ୍ତ ହେବ। ଫେଡେରେଶନ ଅଫ୍‌ ଇଣ୍ଟରନ୍ୟାଶନାଲ ଫୁଟ୍‌ବଲ ଆସୋସିଏଶନ୍ସ (ଫିଫା) ତରଫରୁ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?