ମାସେ ବଢ଼ିଲା ପୁରୀ ସ୍ବର୍ଗଦ୍ୱାର କଟକଣା

ପୁରୀ ଅଫିସ,୧ା୯: ମହାମାରୀ କରୋନା ସଂକ୍ରମଣକୁ ନଜରରେ ରଖି ସ୍ବର୍ଗଦ୍ୱାରରେ ପୁରୀ ଜିଲା ବାହାର ମୃତଦେହ ଦାହ ଉପରେ କଟକଣା ଲଗାଯାଇଛି । ଗତ ଜୁଲାଇ ୭ ତାରିଖରୁ ପୁରୀ ଜିଲା ବାହାର ମୃତଦେହ ସ୍ବର୍ଗଦ୍ୱାରରେ ଦାହ କରାଯାଇପାରିବ ନାହିଁ ବୋଲି କଟକଣା ଲଗାଯାଇଥିଲା । ରାଜ୍ୟ ସରକାରଙ୍କ ଅନ୍‌ଲକ-୪ ପରେ ଜିଲା ପ୍ରଶାସନ ଏହି କଟକଣାକୁ ପୁଣି ମାସେ ବଢ଼ାଇ ଦେଇଛନ୍ତି । ଅର୍ଥାତ୍‌ ସେପ୍ଟେମ୍ବଭ କେବଳ ପୁରୀ ଜିଲାବାସୀ ସ୍ବର୍ଗଦ୍ୱାରରେ ଦାହ ସଂସ୍କାର କରିପାରିବେ । ରାଜ୍ୟ ସରକାରଙ୍କ କୋଭିଡ୍‌ କଟକଣା ମାନି ଦାହ ସଂସ୍କାର କରାଯାଇ ପାରିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ମିଶ୍ରଣ ପର୍ବ: ‘ବିକାଶ ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକତା’

ବରୀ,୧୭ା୧୧(ସ୍ବ.ପ୍ର.)- ବରୀ ନିର୍ବାଚନମଣ୍ଡଳୀ ଅଧୀନ ଅମଠପୁର ପଞ୍ଚାୟତର କମ୍ପଗଡ଼ ହାଟ ପଡ଼ିଆରେ ରବିବାର ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ବିଜେଡି ସଭାପତି ବ୍ରଜକିଶୋର ଭଞ୍ଜଙ୍କ...

ବିଦ୍ୟାଳୟ ଯିବା ରାସ୍ତା କଦୁଅ ଭରପୂର: ପ୍ରତିବାଦରେ ରାସ୍ତାରେ ଧାନଗଛ ଲଗାଇଲେ ଛାତ୍ରୀଛାତ୍ର

ମାଲକାନଗିରି,୧୪।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ରାସ୍ତାରେ କାଦୁଅ ଯୋଗୁ ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଯିବା କଷ୍ଟକର ହୋଇପଡୁଛି। ଏହାର ପ୍ରତିବାଦରେ ବିଦ୍ୟାଳୟକୁ ଯାଉଥିବା ରାସ୍ତାରେ ଛାତ୍ରୀଛାତ୍ରମାନେ ଧାନଗଛ ଲଗାଇଛନ୍ତି।...

ମାନବିକତା ଦେଖାଇଲେ ମନ୍ତ୍ରୀ: ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ପହଞ୍ଚାଇଲେ ଡାକ୍ତରଖାନାରେ

ସଇଁତଲା,୨୨।୧: ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଦୁର୍ଘଟଣାଗ୍ରସ୍ତ ଜଣେ ମହିଳାଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ସଇଁତଲା...

କଂଗ୍ରେସର ମିଡିଆ ସେଲ୍‌ ତାଲିକା ଭାଇରାଲକୁ ନେଇ ଅଡୁଆ: ସତ୍ୟ ପ୍ରକାଶ ଦଳ ଛାଡିବା ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧।୧(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ନୂଆ ମିଡିଆ ସେଲ୍‌ କମିଟି ଗଠନ କରିବା ଲାଗି ଯୋଜନା ଆରମ୍ଭ କରିଛନ୍ତି। ମିଡିଆ ସେଲ୍‌ରେ...

ବାତ୍ୟା ଦୋହଲାଇଦେଲା ବିଦ୍ୟାଳୟ ଭିତ୍ତିଭୂମି: ସପ୍ତାହେ ପରେ ଖରାଛୁଟି ସରିବ

ବାଲିଆ,୯।୬: ଫନୀ ବାତ୍ୟାରେ ବିରିଡ଼ି ବ୍ଲକରେ ଥିବା କେତେକ ବ୍ଲକଗ୍ରାଣ୍ଟ ବିଦ୍ୟାଳୟର ଭିତ୍ତିଭୂମି ସମ୍ପୂର୍ଣ୍ଣ ଦୋହଲିଯାଇଛି। ବିଦ୍ୟାଳୟଗୁଡିକର ଶ୍ରେଣୀଗୃହ ଆଜବେଷ୍ଟସ ଭାଙ୍ଗିଯାଇଥିବାବେଳେ ବାତ୍ୟାର ୧ ମାସ...

ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟକୁ ଛାଡ଼ିଲେନି ଅଭିଭାବକ

ଅନୁଗୋଳ ଅଫିସ,୫।୬: ଅନୁଗୋଳ ବ୍ଲକ ବାରସିଂହା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକମାତ୍ର ଗଣିତ ଶିକ୍ଷକଙ୍କ ବଦଳି ଘଟଣା ଧୀରେ ଧୀରେ ଅଧିକ ଜଟିଳ ରୂପ...

ବଢୁଛି କରୋନା କାୟା: କଟକରୁ ଆଉ ୧୧ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୮।୭: କଟକ ସହରରେ ଶନିବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୬ଜଣ, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୩ଜଣ,...

ମାନିଲେନି କଟକଣା: ପୁରୀରେ ମହାରାଷ୍ଟ୍ରର ଡାକ୍ତର ପରିବାର

ପୁରୀ ଅଫିସ,୨୫ା୭: କରୋନା ସଂକ୍ରମଣ ଏବେ ଦ୍ରୁତଗତିରେ ମାଡୁଛି। ପୁରୀ ଜିଲାରେ ବି ପଜିଟିଭଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। ତେଣୁ ସଂକ୍ରମଣକୁ ରୋକିବା...

Advertisement
Archives

Model This Week