ମାସେ ବଢ଼ିଲା ପୁରୀ ସ୍ବର୍ଗଦ୍ୱାର କଟକଣା

ପୁରୀ ଅଫିସ,୧ା୯: ମହାମାରୀ କରୋନା ସଂକ୍ରମଣକୁ ନଜରରେ ରଖି ସ୍ବର୍ଗଦ୍ୱାରରେ ପୁରୀ ଜିଲା ବାହାର ମୃତଦେହ ଦାହ ଉପରେ କଟକଣା ଲଗାଯାଇଛି । ଗତ ଜୁଲାଇ ୭ ତାରିଖରୁ ପୁରୀ ଜିଲା ବାହାର ମୃତଦେହ ସ୍ବର୍ଗଦ୍ୱାରରେ ଦାହ କରାଯାଇପାରିବ ନାହିଁ ବୋଲି କଟକଣା ଲଗାଯାଇଥିଲା । ରାଜ୍ୟ ସରକାରଙ୍କ ଅନ୍‌ଲକ-୪ ପରେ ଜିଲା ପ୍ରଶାସନ ଏହି କଟକଣାକୁ ପୁଣି ମାସେ ବଢ଼ାଇ ଦେଇଛନ୍ତି । ଅର୍ଥାତ୍‌ ସେପ୍ଟେମ୍ବଭ କେବଳ ପୁରୀ ଜିଲାବାସୀ ସ୍ବର୍ଗଦ୍ୱାରରେ ଦାହ ସଂସ୍କାର କରିପାରିବେ । ରାଜ୍ୟ ସରକାରଙ୍କ କୋଭିଡ୍‌ କଟକଣା ମାନି ଦାହ ସଂସ୍କାର କରାଯାଇ ପାରିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri