ଭିଡିଓ ଶୁଟିଂ ହେଲା କାଳ: ମହୁମାଛି ଆକ୍ରମଣରେ ୧ ଗୁରୁତର, ୫ ଆହତ

ବାରିପଦା ଅଫିସ,୩୦।୧୦: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଘାଟି ଅଞ୍ଚଳକୁ ୟୁଟ୍ୟୁବ୍‌ ପାଇଁ ଭିଡିଓ ଶୁଟିଂ ଓ ସେଲ୍‌ଫି ନେବାକୁ ଯାଇଥିବା ବେଳେ ୬ ଛାତ୍ର ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।
ପ୍ରକାଶ ଯେ, କିଛି ଛାତ୍ର ଏକଜୁଟ ହେଇ ବାଙ୍ଗିରିପୋଷି ଘାଟିରେ ଥିବା ଏକ ଗୁମ୍ଫା ଭିତରେ ପଣି ଫଟୋ ଓ ଭିଡିଓ ଶୁଟିଂ କରୁଥିଲେ। ଏହି ସମୟରେ ସେମାନଙ୍କୁ ମହୁମାଛି ଆକ୍ରମଣ କରିଥିଲା। ତେବେ କିଛି ଛାତ୍ର ସେଠାରୁ ଦୌଡ଼ି ପଳାଇଥିଲେ। ଏଥିରେ ଜଣେ ଗୁରୁତର ହୋଇଥିବା ବେଳେ ୫ଜଣ ଆହତ ହୋଇଛନ୍ତି। ଖବର ପାଇ ସ୍ଥାନୀୟ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଛାତ୍ରଙ୍କୁ ଉଦ୍ଧାରକରି ବାଙ୍ଗିରିପୋଷି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଅନ୍ୟ ଆହତ ଛାତ୍ରମାନେ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri