ଗୁରୁବାର ଦିଲ୍ଲୀ ଯିବେ ଭାଜପାର ୧୦ ବିଧାୟକ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟ ଭାଜପାର ୧୦ ଜଣ ବିଧାୟକ ଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ସାରେ ଦିଲ୍ଲୀ ଗସ୍ତ କରିବା ନେଇ ସୂଚନା ମିଳିଛି। ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ଦାଖଲ କରିବା ବେଳେ ସମ୍ପୃକ୍ତ ବିଧାୟକମାନେ ସେଠାରେ ଉପସ୍ଥିତ ରହିବେ।

ପ୍ରକାଶ ଯେ, ଆଜି ଦ୍ରୌପଦୀ ଭୁବନେଶ୍ୱର ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ଦିଲ୍ଲୀ ଯାତ୍ରା କରିବା ପୂର୍ବରୁ ବିମାନବନ୍ଦରରେ ତାଙ୍କୁ ଶୁଭେଚ୍ଛା ଜଣାଇବାକୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା। ବିମାନବନ୍ଦର ସମତେ ଗେଷ୍ଟ ହାଉସରେ ମଧ୍ୟ ଶୁଭେଚ୍ଛୁଙ୍କ ଗହଳି ଦେଖିବାକୁ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ା ଭୋଟ ଗଣତି କେନ୍ଦ୍ରରେ ଅବ୍ୟବସ୍ଥା ଅଭିଯୋଗ: ହୋ ହଲ୍ଲା କଲେ ଏଜେଣ୍ଟ

ରାୟଗଡ଼ା ଅଫିସ, ୨୩।୫- ସାଧାରଣ ନିର୍ବାଚନ ଫଳାଫଳକୁ ଲୋକେ ଅପେକ୍ଷା କରି ରହିଥିବା ବେଳେ ଏହା ମଧ୍ୟରେ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତେବେ ରାୟଗଡ଼ା...

ବଉଳା କୁମ୍ଭୀର ବସା ଉଦ୍ଧାର: ଭିତରକନିକା ନିଆଗଲା ଅଣ୍ଡା, ନାଳରେ ଛାଡ଼ି ଦିଆଗଲା କୁମ୍ଭୀର

ମହାକାଳପଡ଼ା,୧୯।୫(ଡି.ଏନ୍‌.ଏ.): ମହାକାଳପଡ଼ା ବନାଞ୍ଚଳ ଅଧୀନ ଗାବରୀ ନଦୀ ପାର୍ଶ୍ୱ ଅରଡ଼ ଗ୍ରାମର ଏକ ବୁଦା ମୂଳେ ଏକ ବଉଳା କୁମ୍ଭୀର ବସା ବାନ୍ଧି କିଛି ଅଣ୍ଡା...

ପୁଣି ଡାକ୍ତରଖାନା ଛାତରୁ ଡେଇଁଲେ ରୋଗୀ, ଚାଲିଗଲା ଜୀବନ

ଢେଙ୍କାନାଳ ଅଫିସ,୧୮ା୮: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ଅଘଟଣ। ଗୁରୁବାର ଭୋର୍‌ ସମୟରେ ଦୁର୍ଯ୍ୟୋଧନ ନାୟକ (୫୦) ନାମକ ଜଣେ ରୋଗୀ ଜିଲା ମୁଖ୍ୟ...

ହେଲମେଟ୍‌ ନ ପିନ୍ଧି ଗାଡି ଚଳାଇଲେ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ)-ଟ୍ରାଫିକ ନିୟମ କଡାକଡି ସତ୍ତ୍ୱେ ରାଜ୍ୟରେ ବଢି ଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ। ଏଥିରୁ ଅଧିକାଂଶ ମୃତ୍ୟୁ ବାଇକ ଆରୋହୀଙ୍କର ଘଟୁଛି। ସେଥିମଧ୍ୟରୁ ଅଧିକାଂଶ ହେଲମେଟ୍‌...

ଏଣିକି ଶୈବପୀଠରେ ଗଞ୍ଜେଇ ଅପବ୍ୟବହାର ଉପରେ ଲାଗିବ।ରୋକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଏଣିକି ଶୈବପୀଠରେ ଗଞ୍ଜେଇର ଅପବ୍ୟବହାର ଉପରେ ରୋକ ଲାଗିବ। ଏ ନେଇ ରାଜ୍ୟ ସଂସ୍କୃତି ବିଭାଗ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛି । ମହାଦେବଙ୍କ...

ସ୍କୁଲ ବାରଣ୍ଡାରେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

ନୂଆଗାଁ,୨୩।୩(ଡି.ଏନ.ଏ.): ଅନୁଦାନ ଆସିଛି ହେଲେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ ହୋଇପାରୁନାହିଁ। ଫଳରେ ସ୍କୁଲ ବାରଣ୍ଡାରେ ଚାଲିଛି କେନ୍ଦ୍ର। ଏଥିସହିତ ଉକ୍ତ କେନ୍ଦ୍ର ପକ୍ଷରୁ ପ୍ରତିଦିନ ଚାଲିଥିବା...

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୧୬।୮: କମିଶନରେଟ ପୋଲିସ ଜଣେ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣଙ୍କ ହେଲେ ଦୀପକ ବେହେରା। ଦୀପକଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର...

ଯାତ୍ରା ଆୟୋଜକ, ପାର୍ଟି ମ୍ୟାନେଜର, ଡ୍ୟାନ୍ସରଙ୍କ ନାଁରେ ମାମଲା

ଭୁବନେଶ୍ୱର,୧୦।୨(ବ୍ୟୁରୋ): କଟକଣା ସତ୍ତ୍ୱେ ଖଣ୍ଡଗିରି ଯାତ୍ରାରେ ନଗ୍ନ ନୃତ୍ୟ ପ୍ରଦର୍ଶନକୁ ନେଇ କଳିଙ୍ଗ ଗଣନାଟ୍ୟ ପାଇଁ ଅଡୁଆ ବଢ଼ିଛି। ପାର୍ଟି ମ୍ୟାନେଜର, ଯାତ୍ରା ଆୟୋଜକ ଓ...

Advertisement
Archives

Model This Week