ଦଲାଲଙ୍କ କବ୍‌ଜାରେ ବାଲେଶ୍ୱରର ୧୦ ଶିଶୁଶ୍ରମିକ, ଧାନ କାଟିବାକୁ ଆସି…

ମହାକାଳପଡ଼ା,୧୭ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଧାନ କାଟିବା ଆରମ୍ଭ ହୋଇଛି। ଏହି ଅବସରରେ ଧାନ କାଟିବା ପାଇଁ ଶ୍ରମିକଙ୍କ ଅଭାବ ଯୋଗୁ ଲୋକେ ବାହାର ଜିଲାର ଶ୍ରମିକମାନଙ୍କୁ ଆଣି ଧାନକଟାରେ ନିୟୋଜିତ କରୁଛନ୍ତି। ଏହାର ସୁଯୋଗ ନେଇ କେତେକ ଦଲାଲ ବାହାର ଜିଲାର ଶିଶୁଶ୍ରମିକମାନଙ୍କୁ ଆଣି ଏହି ଥାନା ଅଧୀନ ଅଞ୍ଚଳକୁ ଆସୁଥିଲେ। ଖବର ପାଇ ମହାକାଳପଡ଼ା ପୋଲିସ ଦଧିପୁର ଗ୍ରାମ ନିକଟ ଲୁଣାବନ୍ଧରୁ ୧୦ ଶିଶୁଶ୍ରମିକଙ୍କୁ ଉଦ୍ଧାର କରି ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛି। ସେମାନଙ୍କ ଠିକଣା ପଚାରିବାରୁ ସେମାନେ ବାଲେଶ୍ୱର ଜିଲା ଖଇରା ଥାନା ଅଞ୍ଚଳର ବୋଲି କହିଛନ୍ତି। ଏନେଇ ଅଧିକ ତଦନ୍ତ ଜାରି ରହିଥିବା ଥାନାଧିକାରୀ ରାଜେନ୍ଦ୍ର କୁମାର ମହାପାତ୍ର ସୂଚନା ଦେଇଛନ୍ତି। ଏମାନେ ଆଦିବାସୀ ସମ୍ପ୍ରଦାୟ ସାନ୍ତାଳି ମାଙ୍କଡ଼ିଆ ଜନଜାତିର ବୋଲି କୁହାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri