ବରଗଡ଼ରେ ପୁଣି ୧୦ କରୋନା ପଜିଟିଭ୍‌, ୬୪୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼,୧୦ା୮: ବରଗଡ଼ ଜିଲାରେ ସୋମବାର ପୁଣି ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜିଲାର ପଦ୍ମପୁର ବ୍ଲକ ଅନ୍ତର୍ଗତ ଭେଉଁରିଆର ୨, ବରଗଡ଼ ପୌର ପରିଷଦ ଅଧୀନ ୭ ନଂ ଓ୍ବାର୍ଡ ବିଶିପଡ଼ାର ୨, ୯ ନଂ ଓ୍ବାର୍ଡ ଭିଏସଏସ ନଗରର ଜଣେ, ୧୮ ନଂ. ଓ୍ବାର୍ଡ ବାନ୍ଦୁଟିକ୍ରାର ଜଣେ, ୨ ନଂ ଓ୍ବାର୍ଡ ବେହେରାଟିକ୍ରାର ଜଣେ, ୧ ନଂ ଓ୍ବାର୍ଡ କେଶବ ନଗରର ଜଣେ ଅଛନ୍ତି। ସେହିପରି ଭେଡେନ୍‌ ବ୍ଲକ ଅନ୍ତର୍ଗତ ବହଲପାଲି ଏବଂ ବରପାଲି ବ୍ଲକ ଅନ୍ତର୍ଗତ ବଡ଼ଗାଁର ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି ।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୪୫ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୪୨୦ ଜଣ ସୁସ୍ଥ ହୋଇଛନ୍ତି। ୨୨୨ ଜଣ ଚିକିତ୍ସିତ ହେଉଛନ୍ତି। ୩ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

IPL ଇତିହାସର ସବୁଠୁ ମହଙ୍ଗା ବିଦେଶୀ ଖେଳାଳି ହେଲେ କ୍ୟାମେରନ ଗ୍ରୀନ: ଏତିକି କୋଟି ଟଙ୍କାରେ କିଣିଲା KKR

ଆବୁଧାବି,୧୬।୧୨: IPL 2026 ନିଲାମ ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ମିନି ଅକ୍ସନରେ...

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri