ଆଜି ରାଜ୍ୟରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୦୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ଜଣେ ଶିଶୁ ରହିଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨, କଟକ, କେନ୍ଦ୍ରାପଡ଼ା, ନୟାଗଡ଼ ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୦୩୪ରେ ପହଞ୍ଚିଥିବା ବେଳେ ୧୨,୭୮,୭୭୯ ଜଣ ସୁସ୍ଥ ହୋଇଛନ୍ତି। ୭୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଟିଏମସି ବିଦ୍ରୋହୀଙ୍କୁ ବାଚସ୍ପତିଙ୍କ ବଡ଼ ଆଶ୍ୱସ୍ତି; ମହୁଆ ମୋଇତ୍ରା କହିଲେ – ‘ଆଶ୍ଚର୍ଯ୍ୟ…’

କୋଲକାତା,୩।୯: ଲୋକ ସଭା ବାଚସ୍ପତି ଓମ ର୍ବିର୍ଲା ୨୦ ଜଣ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ସାଂସଦଙ୍କୁ ସେମାନଙ୍କ ବିରୁଦ୍ଧରେ ଅଯୋଗ୍ୟତା ପ୍ରକ୍ରିୟା ସମ୍ପର୍କରେ ଜବାବ ଦାଖଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ…

ସରକାରଙ୍କ ବଡ଼ ନିଷ୍ପତ୍ତି; ସେପ୍ଟେମ୍ବର ୧୧ରେ ସରକାରୀ ଛୁଟି, କଣ ଖୋଲା କଣ ବନ୍ଦ ଜାଣନ୍ତୁ

ନୂଆଦିଲ୍ଲୀ,୩ା୯: ରାଜଧାନୀ ଦିଲ୍ଲୀରେ ଆସନ୍ତା ସେପ୍ଟେମ୍ବର ୧୧ ତାରିଖରେ ସରକାରୀ ଛୁଟି ଘୋଷଣା କରାଯାଇଛି । ଦିଲ୍ଲୀରେ ହେବାକୁ ଥିବା BRICS ସମ୍ମିଳନୀକୁ ଦୃଷ୍ଟିରେ ରଖି ସୁରକ୍ଷା,…

ଶୋଇଥିବାବେଳେ ମହିଳାଙ୍କୁ ଚୋଟ ମାରିଲା ସାପ, ଚାଲିଗଲା ଜୀବନ

କୂଆଁରମୁଣ୍ଡା,୩ା୯(ମହେନ୍ଦ୍ର କୁମାର ସାହୁ): ବିଷାକ୍ତ ସାପ କାମୁଡ଼ିବା ପରେ ପ୍ରଥମେ ଝଡ଼ା ଫୁଙ୍କା ଓ ପରେ ନକଲି ଡାକ୍ତରଙ୍କ ନିକଟକୁ ଯାଇ ପରିସ୍ଥିତି ସଙ୍କଟାପନ୍ନ ହେବାରୁ ଶେଷରେ…

୧୦୦ ବର୍ଷ ପରେ ଏଥର ନବରାତ୍ରିରେ ଦୁର୍ଲଭ ଯୋଗ: ଜାଣନ୍ତୁ କେଉଁ ରାଶି ଉପରେ ପଡ଼ିବ ପ୍ରଭାବ

ଚଳିତବର୍ଷ ଶାରଦୀୟ ନବରାତ୍ରି ଅକ୍ଟୋବର ୧୧, ୨୦୨୬ରେ କଳସ ସ୍ଥାପନ ସହିତ ଆରମ୍ଭ ହେଉଛି। ଏହା ଅକ୍ଟୋବର ୧୯ରେ ଶେଷ ହେବ। ଅକ୍ଟୋବର ୨୦ରେ ବିଜୟାଦଶମୀ ବା…

Video: ମନକୁ ଦୋହଲାଇଦେବା ଭଳି ଦୃଶ୍ୟ, ବନ୍ୟାରେ ଭାସିଆସିଥିବା ନିଷ୍ପାପ ଶିଶୁକୁ କୋଳରେ ଧରି ଭାବପ୍ରବଣ ହେଲେ ସେନା କର୍ମଚାରୀ

କାଠମାଣ୍ଡୁ,୩।୯: ନେପାଳରେ ବନ୍ୟା ଏବଂ ଧ୍ୱଂସ ମଧ୍ୟରେ ମାନବତାର ଏକ ହୃଦୟସ୍ପର୍ଶୀ କାର୍ଯ୍ୟକୁ ପ୍ରଦର୍ଶନ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri