ଝାରସୁଗୁଡ଼ା,୧୪।୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେଲପାହଡ଼ରେ ଭୁଶୁଡୁଛି ବିଜେଡି ଗଡ଼। ବିଜେଡି ସଦସ୍ୟତାରୁ ଇସ୍ତଫା ଦେଲେ ୧୦ କାଉନସିଲର। ହିତେଶ ଠକରଙ୍କୁ ନିଲମ୍ବନ ପରେ କାଉନସିଲର ବିଜେଡି ଛାଡ଼ିଥିବା କୁହାଯାଉଛି। ଇସ୍ତଫା ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ଝାରସୁଗୁଡ଼ା,୧୪।୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେଲପାହଡ଼ରେ ଭୁଶୁଡୁଛି ବିଜେଡି ଗଡ଼। ବିଜେଡି ସଦସ୍ୟତାରୁ ଇସ୍ତଫା ଦେଲେ ୧୦ କାଉନସିଲର। ହିତେଶ ଠକରଙ୍କୁ ନିଲମ୍ବନ ପରେ କାଉନସିଲର ବିଜେଡି ଛାଡ଼ିଥିବା କୁହାଯାଉଛି। ଇସ୍ତଫା ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ସୋନପୁର,୩୧।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୌରପାଳିକା ଓଡ଼ିଶାର ଅନ୍ୟତମ ପୁରାତନ ପୌରପାଳିକା। ୧୯୫୦ ମସିହାରେ ବ୍ରିଟିଶ ଶାସନ ସମୟରେ ସୋନପୁର ରାଜ୍ୟରେ ପୌରପାଳିକା ସ୍ଥାପନ ହୋଇଥିଲା। ସ୍ବାଧୀନତା ପରେ…
ଅମରପାଲି,୩୧ା୮(ପୀତାମ୍ବର ସାହୁ): ଚାଷ ଓ ଚାଷୀଙ୍କ ଜିଲା ସୁବର୍ଣ୍ଣପୁର। ଜିଲାର ଅଧିକାଂଶ ଧାନ ଚାଷ କରନ୍ତି। ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସୁବର୍ଣ୍ଣପୁର ଜିଲା…
ଭୁବନେଶ୍ୱର,୩୧।୮:ଖଣି ଏବଂ ଖଣିଜ (ବିକାଶ ଏବଂ ନିୟନ୍ତ୍ରଣ) ସଂଶୋଧନ ଆଇନ, ୨୦୨୬(MMDR) ପ୍ରତ୍ୟାହାର ନ ହେବା ଯାଏ ରାଜଭବନ ଆଗରେ ଧାରଣା ଦିଆଯିବ ବୋଲି ସୋମବାର ଅନୁଷ୍ଠିତ…
କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…
କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…
ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…
କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…
ଦାରିଙ୍ଗବାଡ଼ି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସୋମବାର କନ୍ଧମାଳ ଏସ୍ପି ରମେନ୍ଦ୍ର ପ୍ରସାଦ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି। ଏସ୍ପିଙ୍କୁ…