ଆଜି ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା: ମୋଟ ସଂଖ୍ୟା ୧୯୭କୁ ବୃଦ୍ଧି

ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ସୁନ୍ଦରଗଡ଼ ଜିଲାର ୭୩ ବର୍ଷୀୟ ବ୍ୟକ୍ତି(ମଧୁମେହ ସହ ଅନ୍ୟାନ୍ୟ ରୋଗରେ ପୀଡ଼ିତ), ଖୋର୍ଦ୍ଧାର ୫୮ ବର୍ଷୀୟ ବ୍ୟକ୍ତି(ମଧୁମେହରେ ପୀଡ଼ିତ), ଗଞ୍ଜାମର ୫୭ ବର୍ଷୀୟ ବ୍ୟକ୍ତି, ଭୁବନେଶ୍ୱରର ୭୮ ବର୍ଷୀୟ ବୃଦ୍ଧା(ଅନ୍ୟାନ୍ୟ ରୋଗରେ ପୀଡ଼ିତ), ଯାଜପୁରର ୮୦ ବର୍ଷୀୟ ବୃଦ୍ଧ(ମଧୁମେହ ସହ ଅନ୍ୟ ରୋଗରେ ପୀଡ଼ିତ), ଗଞ୍ଜାମର ୯୪ ବର୍ଷୀୟ ବୃ୍‌ଦ୍ଧ, ୪୫ ବର୍ଷୀୟ ମହିଳା,୫୭ ବର୍ଷୀୟ ବ୍ୟକ୍ତି, ଖୋର୍ଦ୍ଧାର ୬୦ ବର୍ଷୀୟ ବୃଦ୍ଧା(ମଧୁମେହରେ ପୀଡ଼ିତ), କଳାହାଣ୍ଡି ଜିଲାର ୬୨ ବର୍ଷୀୟ ବୃଦ୍ଧ(ଅନ୍ୟ ରୋଗରେ ପୀଡ଼ିତ) କରୋନାରେ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୯୭ରେ ପହଞ୍ଚିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟରେ ୨୨୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ରବିବାର ୨୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୪୧ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ...

ଦେଶରେ ଖୁବ୍‌ଶୀଘ୍ର ଉପଲବ୍ଧ ହେବ ମର୍ଡନା ଟିକା

ନୂଆଦିଲ୍ଲୀ,୬।୭: କରୋନାର ଚତୁର୍ଥ ଟିକା ଖୁବ୍‌ଶୀଘ୍ର ଦେଶରେ ଉପଲବ୍ଧ ହେବାକୁ ଯାଉଛି। ଜୁଲାଇ ୧୫ସୁଦ୍ଧା ଦେଶର କେତେକ ହସ୍ପିଟାଲରେ ମର୍ଡନା ଟିକା ଉପଲବ୍ଧ ହେବ ବୋଲି...

ରାଜଧାନୀ ଉପକଣ୍ଠରେ ପଡ଼ିଛି ମହିଳାଙ୍କ ମୁଣ୍ଡବିହୀନ ମୃତଦେହ 

ଭୁବନେଶ୍ୱର,୪।୨(ବ୍ୟୁରୋ): ରମାଦେବୀ ଛାତ୍ରୀ ଝରାଫୁଲଙ୍କ ମୃତ୍ୟୁ ରହସ୍ୟରୁ ପରଦା ହଟି ନ ଥିବା ବେଳେ ରାଜଧାନୀ ଉପକଣ୍ଠ ତଥା ଚନ୍ଦକା ଥାନା ଅନ୍ତର୍ଗତ ଦାସପୁର ନିକଟରେ...

ଅମ୍ଳଜାନ ସ୍ତର କମିବା ଯୋଗୁ ଅଧିକାଂଶ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେଉଛି: ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ, ୧।୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମରେ ସବୁ ପ୍ରବେଶ, ପ୍ରସ୍ଥାନ ପଥ ବନ୍ଦ ରହିବ। ଗ୍ରାମାଞ୍ଚଳରୁ ସହରାଞ୍ଚଳକୁ ପ୍ରବେଶ ଉପରେ କଟକଣା...

୬ ମାସ ପରେ ୧୭ ପଇସା କମିଲା ଡିଜେଲ

ଭୁବନେଶ୍ୱର,୪ା୯: ପ୍ରାୟ ୬ ମାସ ପରେ ପ୍ରଥମ ଥର ଲାଗି ଡିଜେଲ ଦର କମିଥିବା ନଜରକୁ ଆସିଛି। ଗୁରୁବାର ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୧୭...

ଘର ଉପରେ ଚଢିଗଲା କଣ୍ଟେନର: ମହିଳା ମୃତ

ରାମପୁର,୨୦।୬(ଡି.ଏନ.ଏ)-କଳାହାଣ୍ଡି ଜିଲା ଦେଇ ଯାଇଥିବା ରାୟପୁର ଗୋପାଳପୁର ୫୯ ନଂ. ଜାତୀୟ ରାଜପଥର ଅଁଳାପାଲି ଛକ ନିକଟରେ ଥିବା ଏକ ଘରେ ଶନିବାର ଏକ କଣ୍ଟେନର...

ଚାଷୀଙ୍କୁ ବିପୁଳ ସମର୍ଥନ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ବିଭିନ୍ନ କୃଷକ ସଂଗଠନ ଏବଂ ରାଜନୈତିକ ଦଳ ତରଫରୁ ମଙ୍ଗଳବାର...

ଜେଇଇ, ଏନ୍‌ଇଇଟି ପାଇଁ ତାରିଖ ଘୋଷଣା: ହେବନି ସିବିଏସ୍‌ଇ ୧୦ମ ପରୀକ୍ଷା

ଭୁବନେଶ୍ୱର,୬ା୫(ବ୍ୟୁରୋ): ଦେଶରେ ବ୍ୟାପୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜେଇଇ ମେନ୍‌ ଓ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି ୟୁଜି ୨୦୨୦) ନେଇ...

Advertisement
Archives

Model This Week