ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୯୩୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ନୂଆପଡ଼ାରୁ ୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩ ଗଜପତିରୁ ୨ ଏବଂ ବାଲେଶ୍ୱରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?