ମାଲାବାରରେ ୧୦ଦିନିଆ ‘ବାଙ୍ଗ୍‌ଲେ ଫେଷ୍ଟିଭାଲ’

ଭୁବନେଶ୍ୱର,୧୧ା୯: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡ୍ସର ଶହୀଦନଗର ଏକ୍ସକ୍ଲୁସିଭ ଷ୍ଟୋର ପକ୍ଷରୁ ୧୦ଦିନିଆ ‘ବାଙ୍ଗ୍‌ଲେ ଫେଷ୍ଟିଭାଲ’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଷ୍ଟୋରର ବରିଷ୍ଠ ଅଧିକାରୀ ଓ କର୍ମଚାରୀଙ୍କ ସମେତ ସବୁ ବର୍ଗର ଗ୍ରାହକଙ୍କ ଉପସ୍ଥିତିରେ ବାଙ୍ଗ୍‌ଲେ ଫେଷ୍ଟିଭାଲର ଶୁଭାରମ୍ଭ କରାଯାଇଥିଲା। ଉକ୍ତ ଫେଷ୍ଟିଭାଲ ସେପ୍ଟେମ୍ବର ୯ରୁ ୧୮ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଗ୍ରାହକମାନେ ଉକ୍ତ ଉତ୍ସବରେ ଯୋଗ ଦେଇ ସୁଲଭ ମୂଲ୍ୟରେ ସ୍ବତନ୍ତ୍ର ଗହଣାର ସମ୍ଭାର କିଣିବାର ମଧ୍ୟ ସୁଯୋଗ ପାଇବେ। ଅପରପକ୍ଷରେ ମାଲାବାର ଗ୍ରୁପ୍‌ ପକ୍ଷରୁ ତା’ର ଗ୍ରାହକମାନଙ୍କୁ ୧୦ ଫେୟାର ପ୍ରାଇସ୍‌ର ପ୍ରତିଶ୍ରୁତି ସହ ଅନେକ ସୁବିଧା ପ୍ରଦାନ କରିଥାଏ। ସେହିଭଳି ଗହଣା ଉପରେ ଜୀବନବ୍ୟାପୀ ମାଗଣା ରକ୍ଷଣାବେକ୍ଷଣ ସାଙ୍ଗକୁ ପୁରୁଣା ସୁନା ବଦଳାଇବା ବେଳେ ଶତପ୍ରତିଶତ ମୂଲ୍ୟ ପ୍ରଦାନ ଓ ୧୦୦% ବିଆଇଏସ୍‌ ହଲ୍‌ମାର୍କ ସାର୍ଟିଫାଏଡ୍‌ ଶୁଦ୍ଧ ସୁନା ଆଦି ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri