ମାଲାବାରରେ ୧୦ଦିନିଆ ‘ବାଙ୍ଗ୍‌ଲେ ଫେଷ୍ଟିଭାଲ’

ଭୁବନେଶ୍ୱର,୧୧ା୯: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡ୍ସର ଶହୀଦନଗର ଏକ୍ସକ୍ଲୁସିଭ ଷ୍ଟୋର ପକ୍ଷରୁ ୧୦ଦିନିଆ ‘ବାଙ୍ଗ୍‌ଲେ ଫେଷ୍ଟିଭାଲ’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଷ୍ଟୋରର ବରିଷ୍ଠ ଅଧିକାରୀ ଓ କର୍ମଚାରୀଙ୍କ ସମେତ ସବୁ ବର୍ଗର ଗ୍ରାହକଙ୍କ ଉପସ୍ଥିତିରେ ବାଙ୍ଗ୍‌ଲେ ଫେଷ୍ଟିଭାଲର ଶୁଭାରମ୍ଭ କରାଯାଇଥିଲା। ଉକ୍ତ ଫେଷ୍ଟିଭାଲ ସେପ୍ଟେମ୍ବର ୯ରୁ ୧୮ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଗ୍ରାହକମାନେ ଉକ୍ତ ଉତ୍ସବରେ ଯୋଗ ଦେଇ ସୁଲଭ ମୂଲ୍ୟରେ ସ୍ବତନ୍ତ୍ର ଗହଣାର ସମ୍ଭାର କିଣିବାର ମଧ୍ୟ ସୁଯୋଗ ପାଇବେ। ଅପରପକ୍ଷରେ ମାଲାବାର ଗ୍ରୁପ୍‌ ପକ୍ଷରୁ ତା’ର ଗ୍ରାହକମାନଙ୍କୁ ୧୦ ଫେୟାର ପ୍ରାଇସ୍‌ର ପ୍ରତିଶ୍ରୁତି ସହ ଅନେକ ସୁବିଧା ପ୍ରଦାନ କରିଥାଏ। ସେହିଭଳି ଗହଣା ଉପରେ ଜୀବନବ୍ୟାପୀ ମାଗଣା ରକ୍ଷଣାବେକ୍ଷଣ ସାଙ୍ଗକୁ ପୁରୁଣା ସୁନା ବଦଳାଇବା ବେଳେ ଶତପ୍ରତିଶତ ମୂଲ୍ୟ ପ୍ରଦାନ ଓ ୧୦୦% ବିଆଇଏସ୍‌ ହଲ୍‌ମାର୍କ ସାର୍ଟିଫାଏଡ୍‌ ଶୁଦ୍ଧ ସୁନା ଆଦି ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଜୋସ୍‌ ବିଶ୍ୱର ୧ ନମ୍ବର ଧନୀ

ନୂଆଦିଲ୍ଲୀ,୭।୩:  ଫୋର୍ବସ୍‌ ରିୟଲ ଟାଇମ୍‌ ବିଲିୟନେୟାର ସୂଚୀ ଅନୁସାରେ ଆମାଜନ ସିଇଓ ଜେଫ୍‌ ବେଜୋସ୍‌ (୧୭୫.୪ ବିଲିୟନ ଡଲାର) ସହ ବିଶ୍ୱର ୧ନମ୍ବର ଧନୀ ବ୍ୟକ୍ତି ଭାବରେ...

କୋର୍‌ ସେକ୍ଟର ଅଭିବୃଦ୍ଧି ୨.୫% ହ୍ରାସ

ନୂଆଦିଲ୍ଲୀ,୨୮।୧୧: କରୋନା ମହାମାରୀର ଯୋଗୁ ଅର୍ଥ ବ୍ୟବସ୍ଥା କ୍ଷତିଗ୍ରସ୍ତ ହୋଇଛି। ଦେଶ ମଧ୍ୟରେ ଆର୍ଥତ୍କ କାର୍ଯ୍ୟକଳାପ ମଧ୍ୟ ପ୍ରଭାବିତ ହୋଇ ରହିଛି। ଲକଡାଉନ କଟକଣାକୁ ସରକାର...

ଫୁଡ୍‌ ଷ୍ଟାର୍ଟଅପ୍‌ ‘ଫ୍ୟାଟ୍‌ ଟାଇଗର’ ଉଦ୍‌ଘାଟିତ

ଭୁବନେଶ୍ୱର,୭ା୧: ମଲ୍‌ଟି ବ୍ରାଣ୍ଡ୍‌ ଫୁଡ୍‌ ଷ୍ଟାର୍ଟଅପ୍‌ ୟୁନିଟ୍‌ ‘ଫ୍ୟାଟ୍‌ ଟାଇଗର’ର ପ୍ରଥମ ଆଉଟଲେଟ୍‌ ସ୍ଥାନୀୟ ପଟିଆ ଛକଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଆଉଟଲେଟ୍‌ ନିର୍ଦ୍ଦେଶିକା...

ବାର୍ଷିକ ବିକ୍ରିରେ ମର୍ସିଡିଜକୁ ପଛରେ ପକାଇଲା ବିଏମ୍‌ଡବ୍ଲ୍ୟୁ

ମ୍ୟୁନିକ(ଜର୍ମାନୀ),୪।୧: ୨୦୨୧ରେ ବର୍ଷକୁ ପ୍ରିମିୟମ କାର ବିକ୍ରିରେ ମର୍ସିଡିଜ-ବେଞ୍ଜକୁ ପଛରେ ପକାଇ ଦେଇଛି ବିଏମ୍‌ଡବ୍ଲ୍ୟୁ। ୨୦୧୫ ପରେ ପ୍ରଥମ ଥର ପାଇଁ ବାର୍ଷିକ ବିକ୍ରିରେ ବିଏମ୍‌ଡବଲ୍‌ୟୁ...

ବେଦାନ୍ତ ଆଲୁମିନିୟମ ପକ୍ଷରୁ ଓଡ଼ିଶା ଦିବସ

ଭୁବନେଶ୍ୱର,୨।୪:  ଦେଶର ସର୍ବବୃହତ୍‌ ଆଲୁମିନିୟମ ଉପତ୍ାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଶନିବାର ଓଡ଼ିଶା ଦିବସ ପାଳନ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ୟୁନିଟ୍‌ ପକ୍ଷରୁ...

ଅର୍ଥ ବ୍ୟବସ୍ଥାକୁ ଲାଗିବ ୯ ଲକ୍ଷ କୋଟିର ଝଟକା

ନୂଆଦିଲ୍ଲୀ,୨୬। ୩: କୋଭିଡ ୧୯ ପାଇଁ ସାରା ଦେଶକୁ ଏବେ ଲକ୍‌ଡାଉନ କରାଯାଇଛି। ଏହା ଦ୍ୱାରା ଦେଶର ମୋଟ ଘରୋଇ ଉତ୍ପାଦ(ଜିଡ଼ିପି)କୁ ପ୍ରାୟ ୪% ବା...

ମାନ୍ଦାବସ୍ଥା ବିରୋଧରେ ଅସ୍ତ୍ର ହେବ ଆର୍‌ବିଆଇ ପୁଞ୍ଜି

ମୁମ୍ବାଇ,୨୮-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ସରକାରଙ୍କୁ ଲାଭାଂଶ ବାବଦରେ ୧.୭୬ ଲକ୍ଷ କୋଟି ଟଙ୍କା ଦେବାକୁ ନିଷ୍ପତ୍ତି ନେଇଛି। ଏହି ପୁଞ୍ଜି ମୋଦି ସରକାରଙ୍କ ଲାଗି...

ଲକ୍ଷ୍ମୀବିଳାସ ବ୍ୟାଙ୍କ ଉଠାଣରେ ଲାଗିଲା କଟକଣା;ମାସିକ ୨୫ ହଜାର ଉଠାଇ ପାରିବେ ଜମାକାରୀ

ନୂଆଦିଲ୍ଲୀ: ତାମିଲନାଡୁର ଘରୋଇ କ୍ଷେତ୍ର ଲକ୍ଷ୍ମୀବିଳାସ ବ୍ୟାଙ୍କରୁ ଉଠାଣ ଉପରେ କେନ୍ଦ୍ର ସରକାର କଟକଣା ଲଗାଇଛନ୍ତି। ସରକାର ଏବେ ଏହି ବ୍ୟାଙ୍କକୁ ମୋରାଟୋରିୟମ ପରିସରରେ ରଖିଛନ୍ତି।...

Advertisement
Archives

Model This Week