ମାଲାବାରରେ ୧୦ ଦିନିଆ ବ୍ରାଇଡାଲ୍‌ ଜୁଏଲେରି ଶୋ

ଭୁବନେଶ୍ୱର,୨୫।୧୨: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡସର ଶହୀଦନଗରସ୍ଥିତ ଏକ୍ସକ୍ଲୁସିଭ ଷ୍ଟୋର ପରିସରରେ ୧୦ ଦିନିଆ ବ୍ରାଇଡାଲ୍‌ ଜୁଏଲେରି ଶୋ’ର ଶୁଭାରମ୍ଭ ହୋଇଯାଇଛି। ଏପରିକି ଡିସେମ୍ବର ୨୩ରୁ ଜାନୁୟାରୀ ୧ ପର୍ଯ୍ୟନ୍ତ ଉକ୍ତ ଶୋ ଜାରି ରହିବ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଏହି ଅବସରରେ ଓଲିଉଡ୍‌ କଣ୍ଠଶିଳ୍ପୀ ପ୍ରଜ୍ଞାନ ହୋତା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭକରି କହିଥିଲେ, ମାଲାବାରର ଅଳଙ୍କାରଠାରୁ ଆରମ୍ଭକରି ବିଭିନ୍ନ ସମୟରେ ଆୟୋଜିତ ଶୋ ଓ ସ୍ବତନ୍ତ୍ର ଡିଜାଇନ ଗ୍ରାହକଙ୍କୁ ବେଶ୍‌ ଆକୃଷ୍ଟ କରିଥାଏ ବୋଲି ହୋତା ମତପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଷ୍ଟୋରର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ମାଲାବାରର ଓଡ଼ିଶା ବାଣିଜି୍ୟକ ମୁଖ୍ୟ ସିଦ୍ଧେଶ୍ୱର ରଥ ଶୋ’ର ଆଭିମୁଖ୍ୟ ଓ କମ୍ପାନୀର ଭିଜନ ସମ୍ପର୍କରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ଟାଟା ଗ୍ରୁପ୍‌ର ବଜାର ପୁଞ୍ଜିରେ ୧୦% ହ୍ରାସ, ନିବେଶକଙ୍କୁ ପ୍ରଭାବିତ କରିଛି ବିବାଦ

ମୁମ୍ବାଇ,୨।୧୦: ଟାଟା ଟ୍ରଷ୍ଟ ଏବଂ ଟାଟା ସନ୍ସ ମଧ୍ୟରେ ଚାଲିଥିବା ବିବାଦ ଏବେ ନିବେଶକମାନଙ୍କୁ ପ୍ରଭାବିତ କରିଛି । ଏହି କାରଣରୁ ଟାଟା ଗ୍ରୁପ ଅନ୍ତର୍ଭୁକ୍ତ ଅନେକ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?