ମାଲାବାରରେ ୧୦ ଦିନିଆ ‘ସିଲ୍‌ଭର ଶୋ’

ଭୁବନେଶ୍ୱର,୧୨।୬: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସ ପକ୍ଷରୁ ଏକ ୧୦ ଦିନିଆ ‘ସିଲ୍‌ଭର ଶୋ’ର ଆୟୋଜନ କରାଯାଇଛି। ଏହି ଶୋ ପ୍ରତିଷ୍ଠାନର ଭୁବନେଶ୍ୱରସ୍ଥିତ ଶହୀଦ ନଗର ଏକ୍ସକ୍ଲୁସିଭ ଷ୍ଟୋର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ୨୦୨୩ ଜୁନ୍‌ ୧୮ପର୍ଯ୍ୟନ୍ତ ଏହି ଶୋ ଜାରି ରହିବ ବୋଲି ଷ୍ଟୋର ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି ଏଠାରେ ଗ୍ରାହକଙ୍କ ଲାଗି ବିସ୍ତୃତ ବର୍ଗର ରୁପା ଗହଣା ଓ ରୁପା ଦ୍ୱାରା ପ୍ରସ୍ତୁତ ବିଭିନ୍ନ କାରୁକାର୍ଯ୍ୟ ଭରା ସାମଗ୍ରୀ ପ୍ରଦର୍ଶିତ ସହ ବିକ୍ରୟ ମଧ୍ୟ କରାଯାଉଛି। ସେହିଭଳି ଏଠାରେ ଉଭୟ ପାରମ୍ପରିକ ଏବଂ ଅତ୍ୟାଧୁନିକ ଡିଜାଇନର ରୁପା ଗହଣାର ବ୍ୟାପକ ସମ୍ଭାର ଗ୍ରାହକମାନେ ପାଇପାରିବେ। ଏପରିକି ଗୁଣାତ୍ମକ ମାନର ଉତ୍ପାଦ ସାଙ୍ଗକୁ ଉଚିତ ମୂଲ୍ୟରେ ଚାହିଦା ମୁତାବକ ସାମଗ୍ରୀ ସହ ମାଲାବର ପକ୍ଷରୁ ଗ୍ରାହକଙ୍କୁ ୧୦ଟି ସ୍ବତନ୍ତ୍ର ପ୍ରତିଶ୍ରୃତି ମଧ୍ୟ ପ୍ରଦାନ କରାଯାଉଛି। ଅପରପକ୍ଷରେ ସାମଗ୍ରୀ ମୂଲ୍ୟରେ ସ୍ବଚ୍ଛତା, ଷ୍ଟୋନର ଓଜନ, ନେଟ ଓଜନ ଓ ଗହଣାରେ ବ୍ୟବହୃତ ଷ୍ଟୋନ ଚାର୍ଜ, ଜୀବନବ୍ୟାପୀ ମାଗଣା ମେଣ୍ଟେନାନ୍ସ, ପୁରୁଣା ସୁନାର ଶତପ୍ରତଶିତ ମୂଲ୍ୟ ପ୍ରଦାନ,ଏକ୍ସଚେଞ୍ଜ କ୍ଷେତ୍ରରେ ଶୂନ ଡିଡକ୍ସନ, ଶତପ୍ରତିଶତ ଏଚୟ୍‌ୁଆଇଡି ପ୍ରମାଣିତ ଶୁଦ୍ଧତା ବିଶିଷ୍ଟ ଗହଣା, ଆଇଜିଆଇ ଏବଂ ଜିଆଇଏ ପ୍ରମାଣପତ୍ର ଲାଭ କରିଥିବା ହୀରା, ବାଏ ବ୍ୟାକ୍‌ ଗ୍ୟାରେଣ୍ଟି, ଗୁଣବତ୍ତା ପରୀକ୍ଷଣ ପାଇଁ କ୍ୟାରେଟ ଆନାଲାଇଜର ଏବଂ ଉତ୍ତରଦାୟୀ ସହ ଅନେକ ବ୍ୟବସ୍ଥା ଉପରେ ବ୍ରାଣ୍ଡ୍‌ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?