୧୦ ଦିନ ଧାରଣା ପରେ ମିଳିଲା ନ୍ୟାୟ :୩ ଅଙ୍ଗନୱାଡି କର୍ମୀଙ୍କୁ ପୁନଃ ନିଯୁକ୍ତି

ଛତ୍ରପୁର,୧୭।୭(ଡି.ଏନ୍‌.ଏ.): ନିଖିଳ ଓଡ଼ିଶା ଅଙ୍ଗନୱାଡି କର୍ମୀ ସଂଘ, ଛତ୍ରପୁର ବ୍ଲକ ପକ୍ଷରୁ ୩ ଜଣ ଅଙ୍ଗନୱାଡି କର୍ମୀଙ୍କୁ ୬୦ ବର୍ଷ ବୟସରେ କାର୍ଯ୍ୟରୁ ବହିଷ୍କାର କରାଯାଇଥିଲା। ଏ ନେଇ ସିଡିପିଓଙ୍କ କାର୍ଯ୍ୟାଳୟ ଓ ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ୧୦ ଦିନ ହେଲା ସେମାନେ ଧାରଣା ଦେଇଥିଲେ । ପରେ ଏମାନଙ୍କୁ ପୁନଃ ନିଯୁକ୍ତି ମିଳିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
କରାପଲ୍ଲି-୧ ଅଙ୍ଗନୱାଡି କେନ୍ଦ୍ରର କେ. କମଳା, ଟାଙ୍ଗଣାପଲ୍ଲୀ-୨ କେନ୍ଦ୍ରର ମଞ୍ଜୁମାଳା ପଣ୍ଡା ଓ ଚମାଖଣ୍ଡି-୧ କେନ୍ଦ୍ରର ଗିରିଜା ଗୌଡଙ୍କୁ ଛଟେଇ କରାଯାଇଥିଲା। ରାଜ୍ୟ ସରକାରଙ୍କ ନିୟମାନୁସାରେ ଅବସର ବୟସ ସୀମା ୬୦ରୁ ୨ ବର୍ଷ ବୃଦ୍ଧି ପାଇ ୬୨ ବର୍ଷ ହୋଇଛି। ହେଲେ ସମ୍ପୃକ୍ତ କର୍ମୀଙ୍କ ଅବସର ବୟସ ଅବଧି ପୂର୍ବରୁ ଛଟେଇ କରାଯାଇଥିବାରୁ ସେମାନେ ଧାରଣାରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri