ଧନତେରସରେ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼, ଠେଲାପେଲାରେ ୧୦ ଆହତ

ପୁରୀ,୧୦।୧୧: ପୁରୀ ଶ୍ରୀମନ୍ଦିରରେ ଶୁକ୍ରବାର ମଙ୍ଗଳ ଆଳତି ସମୟରେ ଠେଲାପେଲା ହୋଇଛି। ଧନତେରସରେ ପ୍ରବଳ ଭିଡ଼ କାରଣରୁ ଠେଲାପେଲାରେ ୧୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ଆହତ ମାନଙ୍କୁ ସୁରକ୍ଷାକର୍ମୀମାନେ ତୁରନ୍ତ ପୁରୀ ବଡ଼ ମେଡିକାଲରେ ଚିକିତ୍ସା ପାଇଁ ନେଇଯାଇଥିଲେ। ସେଠାରେ ଚିକତ୍ସା ପରେ ଫେରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…

ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍‌ସର ସହ ଦୀର୍ଘଦିନ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri