ଟିକା ପରେ ଜୀବନ ହାରିଲେଣି ୧୦

ନୂଆଦିଲ୍ଲୀ, ୩୧ା୧: କରୋନା ଟିକା ନେବା ପରେ ବର୍ତ୍ତମାନ ସୁଦ୍ଧା ଦେଶରେ ପ୍ରାୟ ୧୦ ଜଣଙ୍କ ଜୀବନ ଗଲାଣି। ଭାକ୍ସିନ ନେବାର ୫ ଦିନ ମଧ୍ୟରେ କର୍ନାଟକ, ଉତ୍ତରପ୍ରଦେଶ, ରାଜସ୍ଥାନ, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ହରିୟାଣା ଓ ଓଡ଼ିଶାରେ ଏହି ମୃତ୍ୟୁ ଘଟିଥିବା ସାମ୍‌ନାକୁ ଆସିଛି। ଏହାକୁ ନେଇ ଚିନ୍ତା ପ୍ରକଟ ହୋଇଛି। ସମସ୍ତ ୧୦ ମାମଲା ପଛରେ ଟିକାକରଣ କାରଣ ବୋଲି ପ୍ରତିଷେଧକ ପରବର୍ତ୍ତୀ ପ୍ରତିକୂଳ ପ୍ରଭାବ (ଏଇଏଫ୍‌ଆଇ) କମିଟି ପକ୍ଷରୁ ଅନୁମାନ କରାଯାଇଛି। ମୃତ୍ୟୁବରଣ କରିଥିବା ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କ ବୟସ ୨୫ରୁ ୫୬ ବର୍ଷ ମଧ୍ୟରେ ରହିଛି। ତେବେ ମୃତ୍ୟୁ ପଛର ପ୍ରକୃତ କାରଣ ଏ ପର୍ଯ୍ୟନ୍ତ ଜଣାପଡିନାହିଁ। ନ୍ୟାଶନାଲ ଏକ୍ସପର୍ଟ ପ୍ୟାନେଲ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ)ର ପରାମର୍ଶ ଓ ନିୟମ ଅନୁଯାୟୀ ଏହାର ତଦନ୍ତ କରିବ। ତଦନ୍ତ ରିପୋର୍ଟକୁ ସାର୍ବଜନୀନ କରାଯିବ ବୋଲି ଜାତୀୟ ଏଇଏଫ୍‌ଆଇ କମିଟି ପରାମର୍ଶଦାତା ଏନ୍‌. କେ. ଅରୋରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri