କୁକୁର କାମୁଡାରେ ୨ ଦିନରେ ୧୦ ଆହତ: ଉତ୍ତ୍ୟକ୍ତ ହୋଇ କୁକୁରକୁ ପିଟିପିଟି ମାରିଦେଲେ ଲୋକେ

ପାଟଣା,୩୧।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ବଜାର ପାଟଣା-କେନ୍ଦେଇପଶି ରାସ୍ତା ରାଣା ଟ୍ରେଡର୍ସ ନିକଟରେ ବୁଧବାର ପୂର୍ବାହ୍ନରେ ଏକ ବୁଲା କୁକୁର କାବୁଲି ବେହେରାଙ୍କ ପୁଅ ପ୍ରୀତି ରାଜ ବେହେରା(୯) ଡିମିରି ଡିହାର ପଙ୍କଜ ବେହେରାଙ୍କୁ ଗୋଡାଇ ଗୋଡେଇ କାମୁଡି ଥିଲା। ଆହୁରି ୮ଜଣଙ୍କୁ କୁକୁର ଗୋଡେଇ ଗୋଡେଇ କାମୁଡ଼ିଥିଲା। କୁକୁର ଆକ୍ରମଣରେ ଗୁରୁତର ହୋଇଥିବା ବ୍ୟକ୍ତି ହେଉଛନ୍ତି ଗଦାଧରପୁରର ରଙ୍ଗା ଧର ଦାସ, କେନ୍ଦ୍ରାପଡ଼ାର ତୃପ୍ତି ରଞ୍ଜନ ଆଚାର୍ଯ୍ୟ, ଜାମୁଳେଇ ବେଡ଼ାର ମିଟୁ ନାଏକ, ଭୁବନେଶ୍ୱରର ଅର୍ଚ୍ଚିତା ମହାପାତ୍ର, ଆନନ୍ଦପୁର ରଞ୍ଜିତା ମହାନ୍ତ, କେନ୍ଦେଇ ପୋଷିର କୈଳାଶ ନାଏକ, ପାଟଣାର ଇସାନ ନଜରୁଲା ଓ ସାଲମ ଅଂସାରି। ଗୁରୁବାର ଆହୁରି ୮ଜଣଙ୍କୁ ଗୋଡାଇ ଗୋଡାଇ କାମୁଡିଥିଲା କୁକୁର । ଲୋକେ ଉତ୍ତ୍ୟକ୍ତ ହୋଇ ଗୁରୁବାର ଅପରାହ୍ନରେ ସଂଘ ବଦ୍ଧ ଭାବେ କୁକୁରକୁ ପିଟିପିଟି ମାରି ଦେଇଛନ୍ତି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

ଟିମ ଇଣ୍ଡିଆରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଲେ ଅଧିନାୟକ ଶୁଭମନ, କହିଲେ…

ନୂଆଦିଲ୍ଲୀ, ୨୧।୬: ତୃତୀୟ ଦିନିକିଆ ମ୍ୟାଚରେ ଭାରତ, ଆଫଗାନିସ୍ତାନକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ, ଆଫଗାନିସ୍ତାନକୁ ଦିନିକିଆ ସିରିଜରେ କ୍ଲିନ ସ୍ବିପ୍‌…

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ…

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri