୧୦ କେଜି ଗଞ୍ଜେଇ, ୧୨୦ ଲିଟର ମଦ ଜବତ

ଭଞ୍ଜନଗର,୪ା୪(ବାବୁଲା ପ୍ରଧାନ): ଭଞ୍ଜନଗର ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ମୁଜାଗଡ ରାସ୍ତାରେ ପାଟ୍ରୋଲିଂ ଚାଲିଥିବା ବେଳେ ଜଣେ ବାଇକ ଚାଳକଙ୍କୁ ସନ୍ଦେହରେ ଅଟକାଇ ପଚରାଉଚରା କରିବାରୁ ସେ ଗଞ୍ଜେଇ ଚାଲାଣ କରୁଥିବା ଜଣାପଡିଥିଲା। ତାଙ୍କଠାରୁ ୧୦ କେଜି ଗଞ୍ଜେଇ ଓ ବାଇକ ଜବତ ସହ ଗିରଫ କରାଯାଇଛି। ସେ ହେଲେ ଟିକାବାଲି ଥାନା ଅଞ୍ଚଳର ମନୋଜ କହଁର। ମନୋଜଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଛି। ସେହିଭଳି ମୁଜାଗଡ଼ରୁ ୨ ଜଣଙ୍କୁ ଚୋରା ମଦ କାରବାର ଅଭିଯୋଗରେ ଗିରଫ କରାଯାଇଛି। ସେମାନଙ୍କ ଠାରୁ ୧୨୦ ଲିଟର ଦେଶୀ ମଦ ସହ ଗୋଟିଏ ବାଇକ ଜବତ କରାଯାଇଛି। ଓଆଇସି ଅଲିଭା ମାଝୀ ଚଢ଼ାଉର ନେତୃତ୍ୱ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

କାଶ୍ମୀର ଓ ଉତ୍ତରାଖଣ୍ଡକୁ ପଛରେ ପକାଇଲେ ଓଡ଼ିଆ ପୁଅ ଶିବପ୍ରସାଦ, ଓଡ଼ିଶା ପାଇଁ ଆଣିଲେ ସୁନାମ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲlଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲଡ଼ ମେଡାଲ ଜିତି…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?