ଝାମ୍ପି ନେଇଗଲେ ୧୦ କେଜି ରୂପା

ବାଲିଗୁଡ଼ା,୨୪।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ପାଟଖଣ୍ଡା ସାହିରେ ରୂପା ବ୍ୟବସାୟୀଙ୍କଠାରୁ କେତେଜଣ ଲୁଟେରା ୧୦କିଲୋ ରୂପା ଝାମ୍ପି ନେଇ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ପାଟଖଣ୍ଡା ସାହିର ପୁରୁଖା ରୂପା ବ୍ୟବସାୟୀ ସନ୍ୟାସୀ ନାୟକଙ୍କ କହିବା ଅନୁଯାୟୀ ପ୍ରତିଦିନ ଭଳି ଶୁକ୍ରବାର ସାଇକେଲ ଧରି ବେପାର କରିବାକୁ ବାହାରିଥିଲେ। ବାଟରେ ଦୁଇଟି ବାଇକରେ ଲୁଟେରାମାନେ ଆସି ଗାଡ଼ିରୁ ପଡ଼ିଗଲା ଭଳି ଅଭିନୟ କରିଥିଲେ। ପରବର୍ତ୍ତୀ ସମୟରେ ସେମାନେ ସାଇକେଲରେ ଥିବା ଦୁଇଟି ରୂପା ବ୍ୟାଗ ଝାମ୍ପି ନେଇଥିଲେ।

ବ୍ୟାଗରେ ୧୦କେଜିରୁ ଊଦ୍ଧର୍‌ବ ରୂପା ଥିବା ସନ୍ୟାସୀ କହିଛନ୍ତି। ରୂପାର ଆନୁମାନିକ ମୂଲ୍ୟ ୭ ଲକ୍ଷରୁ ଊଦ୍ଧର୍‌ବ ହେବ ବୋଲି ଜଣାପଡିଛି l ଏନେଇ ସନ୍ୟାସୀ ବାଲିଗୁଡା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ହେଲେ ପୋଲିସ ଲୁଟେରାଙ୍କୁ ଧରିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ-ବୈଭବଙ୍କୁ ନେଇ ଯୁବରାଜଙ୍କ ବଡ଼ ବୟାନ, କହିଦେଲେ ଏମିତି କଥା! ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୧୦: ବିଶ୍ୱର ସବୁଠାରୁ ବିସ୍ଫୋରକ ଓପନିଂ ବ୍ୟାଟରଙ୍କ ମଧ୍ୟରେ ନିଜର ପରିଚୟ ସୃଷ୍ଟି କରିସାରିଛନ୍ତି ଅଭିଷେକ ଶର୍ମା। ତାଙ୍କର ବର୍ତ୍ତମାନର ଦମ୍‌ଦାର ଫର୍ମ ଦର୍ଶାଉଛି ଯେ, ରାଙ୍କିଂରେ…

BCCIର ବଡ଼ ନିଷ୍ପତ୍ତି: ଟିମ ଇଣ୍ଡିଆରୁ ବିଦାୟ ନେବେ ନୀତୀଶ ରେଡ୍ଡୀ! କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ପରେ ଯୁବ ଅଲରାଉଣ୍ଡର ନୀତୀଶ କୁମାର ରେଡ୍ଡୀଙ୍କୁ ଭାରତୀୟ ଦିନିକିଆ ଦଳରୁ ରିଲିଜ କରିବାକୁ ବଡ଼ ନିଷ୍ପତ୍ତି ନେଇଛି ଭାରତୀୟ…

ମ୍ୟାଚ୍ ହାରିଲା ଟିମ୍ ଇଣ୍ଡିଆ, କିନ୍ତୁ ଇତିହାସ ରଚିଲେ ଅଲରାଉଣ୍ଡର ଅକ୍ଷର ପଟେଲ

ନୂଆଦିଲ୍ଲୀ,୩୦।୧୦: ଭାରତୀୟ ଅଲରାଉଣ୍ଡର ଅକ୍ଷର ପଟେଲ ଟି-୨୦ କ୍ରିକେଟରେ ଏକ ନୂଆ ଇତିହାସ ରଚିଛନ୍ତି। ଟି-୨୦ କ୍ରିକେଟ ଫର୍ମାଟରେ ୩,୦୦୦ ରନ୍ ଏବଂ ୩୦୦ ଉଇକେଟର ‘ଡବଲ୍‌’…

ଜଙ୍ଗଲ ମାଫିଆଙ୍କ ଉପରେ ରହିବ କଡ଼ା ନଜର: ଦାୟିତ୍ୱ ଗ୍ରହଣ କରି ଚେତାବନୀ ଦେଲେ ନୂତନ ବନପାଳ

ପାଟଣା,୩୦।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ଦୁଇଜଣ ବନପାଳଙ୍କ ବଦଳି ହୋଇଥିବା ବେଳେ ନୂତନ ଭାବେ ଦୁଇଜଣ ବନପାଳ ଯୋଗଦେଇଛନ୍ତି। ଏହି ଅବସରରେ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଜଣେ ଗିରଫ

ଦିଗପହଣ୍ଡି,୩୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମର ଧବଳେଶ୍ୱର ପ୍ରଧାନ ଏବଂ ତାଙ୍କ ସାଙ୍ଗ କୃଷ୍ଣ ଗୌଡ଼ ଓରଫ କାଳିଆଙ୍କୁ…

ଧରାଶାୟୀ ହେଲା ରୂପା, ଫିକା ପଡ଼ିଲା ସୁନା ଚମକ: ୧୧ ମାସର ରେକର୍ଡ ଭାଙ୍ଗି ୮୩୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୩୦।୧୦: ସାରା ଦେଶରେ ଅକ୍ଟୋବର ୩୦ ତାରିଖରେ ସୁନା ଓ ରୂପା (ଚାନ୍ଦି) ଦରରେ ଏକ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରାଫା ବଜାରରେ…

ତପ୍ତପାଣି ଘାଟି ରାସ୍ତାରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ଦିଗପହଣ୍ଡି,୩୦ା୧୦(ଅଶେଷ ନାଥ ମିଶ୍ର): ତପ୍ତପାଣି ଘାଟି ରାସ୍ତାରେ ଗାଡ଼ି ଚଳାଚଳ ଶୁକ୍ରବାର ସ୍ବାଭାବିକ ହୋଇଛି। ଗଞ୍ଜାମ-ଗଜପତି ସୀମାନ୍ତ ୩୨୬ ନଂ. ଜାତୀୟ ରାଜପଥ ତପ୍ତପାଣି ଘାଟିର ବେଲଗଡ…

ମେରୁଦଣ୍ଡ ଭାଙ୍ଗିଲା ‘ଅର୍ଣ୍ଣବ’: ଜକର ପଞ୍ଚାୟତରେ ଉଜୁଡ଼ିଗଲା ଚାଷଜମି, ବାସହରା ପରିବାର, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ସିଦ୍ଧାନ୍ତ

ଦିଗପହଣ୍ଡି,୩୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଞ୍ଚଳରେ ବାତ୍ୟା ‘ଅର୍ଣ୍ଣବ’ ଜନିତ ଲଗାଣ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?