Posted inଜାତୀୟ

ମୋଦି ସରକାରଙ୍କ ବଡ଼ ଘୋଷଣା: ଆସନ୍ତା ଦେଢ ବର୍ଷରେ ମିଳିବ ୧୦ ଲକ୍ଷ ଚାକିରି

ନୂଆଦିଲ୍ଲୀ,୧୪।୬: ମୋଦି ସରକାର ଲୋକଙ୍କୁ ଚାକିରି ଦେବା ଦିଗରେ ଏକ ବଡ ପଦକ୍ଷେପ ନେବାକୁ ଯାଉଛନ୍ତି। ମଙ୍ଗଳବାର ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ମୋଦି ସରକାର ଆସନ୍ତା ଦେଢ ବର୍ଷରେ ୧୦ ଲକ୍ଷ ଚାକିରି ଦେବେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ବିଭାଗ ଏବଂ ମନ୍ତ୍ରଣାଳୟର ସମୀକ୍ଷା କରିଛନ୍ତି। ଆସନ୍ତା ଦେଢ ଼ବର୍ଷ ମଧ୍ୟରେ ମିଶନ ମୋଡରେ ୧୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବାକୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏଠାରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକ୍‌ରେ ପିଏମ୍‌ଓ ତରଫରୁ ଚାକିରି ଘୋଷଣା ଉପରେ ଟୁଇଟ୍‌ କରି ଏହାକୁ ଏକ ଆତ୍ମନିର୍ଭରଶୀଳ ଭାରତ ହେବା ଦିଗରେ ଆଉ ଏକ ପଦକ୍ଷେପ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri