କୋଭିଡ୍‌ ଯୋଗୁ ରାଜ୍ୟକୁ ଫେରିଛନ୍ତି ୧୦ ଲକ୍ଷ ଶ୍ରମିକ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ):କୋଭିଡ୍‌-୧୯ ଯୋଗୁ ରାଜ୍ୟକୁ ୧୦,୭,୩୩୦ଜଣ ଶ୍ରମିକ ଫେରି ଆସିଛନ୍ତି। ସେମାନଙ୍କ ଜୀବିକା ଉପାର୍ଜନ ପାଇଁ ସରକାର ବିଭିନ୍ନ ବିଭାଗରେ କାର୍ଯ୍ୟକାରୀ ହେଉଥିବା ଯୋଜନା ମାଧ୍ୟମରେ ରୋଜଗାର ସୁଯୋଗ ସୃଷ୍ଟି କରିବା ଲାଗି ବହୁବିଧ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ତେବେ କେତେ ଶ୍ରମିକ ପୁନର୍ବାର ନିଜର କର୍ମସ୍ଥଳୀକୁ ଫେରିଛନ୍ତି ତାହାର ତଥ୍ୟ ନାହିଁ। ବିଜେଡି ସଭ୍ୟ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଶ୍ରମ ଓ ନିୟୋଜନ ମନ୍ତ୍ରୀ ସୁଶାନ୍ତ ସିଂ ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ଏଥିସହିତ ବିଜେଡି ସଭ୍ୟ ପ୍ରଫୁଲ୍ଲ ସାମଲଙ୍କ ଅନ୍ୟ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଯେ, କୋଭିଡ୍‌-୧୯ ଆରମ୍ଭରେ ରାଜ୍ୟକୁ ୮ ଲକ୍ଷ ୬୩ ହଜାର ପ୍ରବାସୀ ଶ୍ରମିକ ଫେରିଛନ୍ତି। ସେମାନଙ୍କୁ ଆଣିବା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ଭଡ଼ା ବାବଦରେ ରାଜ୍ୟ ସରକାର ୯ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ ଖୋଲିବା ନେଇ ଅନିଶ୍ଚିତତା

ନରାଜ, ୨୮।୫ (ଡି.ଏନ୍‌.ଏ.): କରୋନା ଓ ଲକ୍‌ଡାଉନ୍‌ ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପ୍ରଭାବିତ ହୋଇଛି। ୧୯୯୯ ମହାବାତ୍ୟା, ୨୦୧୯ ଫନୀ ପରେ ଏବେ ଏସିଆ...

ପୂର୍ବତନ ମନ୍ତ୍ରୀ କାର୍ତ୍ତିକ ପ୍ରସାଦ ତରିଆଙ୍କ ପରଲୋକ

ସୋନପୁର/ଅମରପାଲି,୧୮।୫(ନି.ପ୍ର./ଡି.ଏନ.ଏ.): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କାର୍ତ୍ତିକ ପ୍ରସାଦ ତରିଆଙ୍କ ସୋମବାର ରାତିରେ ୭୦ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ଧରି...

ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ କରିବାକୁ ମନ୍ତ୍ରୀଙ୍କୁ ପ୍ରସ୍ତାବ

ଭୁବନେଶ୍ୱର,୪।୨(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର ଲୋକ ସେବା ଭବନଠାରେ ଓଡ଼ିଶା ପୌର କର୍ମଚାରୀ ମହାସଂଘର ଅସ୍ଥାୟୀ କର୍ମଚାରୀମାନଙ୍କୁ...

‘କାଳିଆ’ ଲାଗି ବ୍ୟୟବରାଦ ବଢ଼ିଲା, ଉପକୃତ ହେବେ ୩୨.୩୪ଲକ୍ଷ କୃଷକ ପରିବାର

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟ ସରକାର ‘କାଳିଆ’ ଯୋଜନା ଲାଗି ଅଧିକ ବ୍ୟୟବରାଦ କରିଛନ୍ତି।  ଯୋଜନା ଲାଗି ଅଧିକ ୩୨୩୪ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଏହାଫଳରେ ୩୨.୩୪...

ଯାଜପୁର ୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୩ ମହିଳା: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା ପୂର୍ବ ପଜିଟିଭ୍‌ଙ୍କ ପରିବାର ସଦସ୍ୟ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଯାଜପୁରରେ ଚିହ୍ନଟ ହୋଇଥିବା ୪ ନୂଆ କରୋନା ପଜିଟିଭ୍‌ଙ୍କ ମଧ୍ୟରେ ୩ଜଣ ମହିଳା ଏବଂ ଜଣେ ଯୁବକ ରହିଛନ୍ତି। ରାଜ୍ୟ ସୂଚନା ଏବଂ ପ୍ରସାରଣ...

ପୁଣି ଭୁବନେଶ୍ୱରରେ ୨ ପଜିଟିଭ୍‌ ଚିହ୍ନଟ: ଆପୋଲୋର ଜଣେ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପୁଣି ଭୁବନେଶ୍ୱରରେ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଆପୋଲୋ ହସ୍ପିଟାଲର ୨୫ ବର୍ଷୀୟ କର୍ମଚାରୀ ରହିଥିବା ବେଳେ ଅନ୍ୟ...

୫୫ ନମ୍ବର ଜାତୀୟ ରାଜପଥ ଅବରୋଧ

ଢେଙ୍କାନାଳ ଅଫିସ, ୧୩।୭: ଢେଙ୍କାନାଳ ସହର କଲେଜ ବାଇପାସଠାରେ ୫୫ ନମ୍ବର ଜାତୀୟ ରାଜପଥକୁ ବୁଧବାର ସକାଳେ ଅଞ୍ଚଳବାସୀ ଅବରୋଧ କରିଛନ୍ତି। ୫୫ ନମ୍ବର ଜାତୀୟ...

ସିଲାବସ୍‌ ବାହାର ପ୍ରଶ୍ନ ପାଇଁ ପିଲାଙ୍କୁ ମିଳିବ ପୂର୍ଣ୍ଣ ନମ୍ବର

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦଶମ ଶ୍ରେଣୀର ଇଂଲିଶ ଭାଷା ଓ ସାହିତ୍ୟ ପରୀକ୍ଷା ପ୍ରଶ୍ନପତ୍ରରେ ଗୋଟିଏ ପ୍ରଶ୍ନ ସିଲାବସ୍‌ ଓ ଧାର୍ଯ୍ୟ...

Advertisement
Archives

Model This Week