୧୧ ଦିନରେ ସୁସ୍ଥ ହେଲେ ୧୦ ଲକ୍ଷ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୨୮ ।୯: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଆରୋଗ୍ୟ ହାର ବି ଭଲ ରହିଥିବା କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ । ସୋମବାର ସୁଦ୍ଧା ଦେଶରେ ୫୦ ଲକ୍ଷରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ କେବଳ ୧୧ ଦିନରେ ୧୦ ଲକ୍ଷ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ପୂର୍ବାପେକ୍ଷା ଏବେ ଦେଶରେ ସଂକ୍ରମିତଙ୍କ ଆରୋଗ୍ୟ ହାରରେ ଉନ୍ନତି ଘଟିଛି । ଏବେ ପ୍ରତିଦିନ ପାଖାପାଖି ୯୦ ହଜାର ରୋଗୀ ସୁସ୍ଥ ହୋଇଥିବା ଟୁଇଟ୍ କରି କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ । ତେବେ ଉନ୍ନତ ସ୍ୱାସ୍ଥ୍ୟ ସେବା ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ଅକ୍ଳାନ୍ତ ପରିଶ୍ରମ ଫଳରେ ଆରୋଗ୍ୟ ହାର ବୃଦ୍ଧି ପାଇଥିବା କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri