ବିଶ୍ୱକପ ୨୦୨୩ରେ ହେଲା ବଡ଼ ରେକର୍ଡ, ୧୦ ଲକ୍ଷ ଲୋକେ ଷ୍ଟାଡିୟମରେ ଆସି ଦେଖିଲେ ମ୍ୟାଚ୍

ନୂଆଦିଲ୍ଲୀ, ୧୧।୧୧: ଦିନିକିଆ କ୍ରିକେଟ ବିଶ୍ୱକପ ୨୦୨୩ରେ ଆଉ ଏକ ରେକର୍ଡ ପ୍ରତିଷ୍ଠା ହୋଇଛି। ବିଶ୍ୱକପରେ ବର୍ତ୍ତମାନ ଆଉ ସାତଟି ମ୍ୟାଚ୍ ବାକି ରହିଛି। ଏହା ପୂର୍ବରୁ ଷ୍ଟାଡିୟମରେ ଚଳିତ ବିଶ୍ୱକପରେ ଏକ ମିଲିୟନ ଅର୍ଥାତ ୧୦ ଲକ୍ଷ ଲୋକେ ଦେଖିଛନ୍ତି। ଶୁକ୍ରବାର ନରେନ୍ଦ୍ର ମୋଦି ଷ୍ଟାଡ଼ିୟମ ଅହମଦାବାଦରେ ଖେଳାଯାଇଥିବା ଆଫଗାନିସ୍ଥାନ ଏବଂ ଦକ୍ଷିଣ ଆଫ୍ରିକା ମ୍ୟାଚରେ ୧୦ ଲକ୍ଷ ପ୍ରଶଂସକ ଷ୍ଟାଡିୟମରେ ପ୍ରବେଶ କରିଥିଲେ।

ଏହି ଅବସରରେ ବିସିସିଆଇ ସଚିବ ଜୟ ଶାହା ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି। ଗ୍ରୁପ ପର୍ଯ୍ୟାୟରେ ନେଦରଲ୍ୟାଣ୍ଡ୍ସ ବିପକ୍ଷରେ ଭାରତ ଏହାର ଶେଷ ମ୍ୟାଚ୍ ୧୨ ନଭେମ୍ବରରେ ଖେଳିବ। ଏହାପରେ ୧୫ ନଭେମ୍ବରରେ ପ୍ରଥମ ସେମିଫାଇନାଲ ଏବଂ ୧୬ରେ ଦ୍ୱିତୀୟ ସେମିଫାଇନାଲ ଖେଳାଯିବ। ଶେଷରେ ୧୯ ନଭେମ୍ବରକୁ ଫାଇନାଲ ଖେଳାଯିବ।

ଜୟ ଶାହା ଲେଖିଛନ୍ତି ”ଆମର ଲକ୍ଷ୍ୟ ଥିଲା କି ଏହି ବିଶ୍ୱକପକୁ ଏକ ବୃହତ ବିଶ୍ୱକପ କରିବା। ତେବେ ଏହା ଖୁସିର କଥା ଯେ ବର୍ତ୍ତମାନ ସୁଦ୍ଧା ଏହା ସମସ୍ତ ପୂର୍ବ ରେକର୍ଡକୁ ଭାଙ୍ଗି ଦେଇଛି। ଏଥିପାଇଁ ମୁଁ ସମସ୍ତ ଆୟୋଜକଙ୍କ ଶୁଭେଚ୍ଛା ଜଣାଉଛି। ବିଶ୍ୱକପ ଏବେ ଶେଷ ପର୍ଯ୍ୟାୟରେ ପ୍ରବେଶ କରୁଛି, ତେବେ ଏହି ଟୁର୍ଣ୍ଣାମେଣ୍ଟର ଶେଷ ସୁଦ୍ଧା ଏହାକୁ ଐତିହାସିକ ସମସ୍ତ ଚେଷ୍ଟା କରିବା।”


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ପ୍ଲେଇଂ ଇଲେଭେନ୍‌ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା।…

ହାରୁ ହାରୁ ମ୍ୟାଚ ଜିତିଗଲା ଭାରତ, ଦୀର୍ଘ ନିଃଶ୍ୱାସ ମାରି ଶ୍ରେୟସ ଆୟର କହିଲେ…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର (୨୨ ସେପ୍ଟେମ୍ବର) ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଐତିହାସିକ ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ହାରୁଥିବା ମ୍ୟାଚକୁ ଶେଷରେ ମାତ୍ର ୨…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?