Posted inଜାତୀୟ

ଭାଜପା ବିଧାୟକଙ୍କ ସମେତ ୧୦ ନେତାଙ୍କୁ ବର୍ଷେ ଜେଲ ଦଣ୍ଡାଦେଶ…

ଭୋପାଳ,୨୫।୧୨ : ମଧ୍ୟପ୍ରଦେଶର ଖଣ୍ଡୱା ଚର୍ଚ୍ଚିତ ମୁହଁରେ କଳା ବୋଳିବା ମାମଲାରେ ସ୍ବତନ୍ତ୍ର କୋର୍ଟ ଭାଜପା ବିଧାୟକ ରାମ ଡାଙ୍ଗୋରଙ୍କ ସମେତ ୧୦ ଜଣ ନେତାଙ୍କୁ ବର୍ଷେ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।
ଏହି ଅପରାଧୀମାନେ ଛାତ୍ର ସଂଗଠନ ଏବିଭିପିରେ ଥିବାବେଳେ ୧୧ ବର୍ଷ ପୂର୍ବେ କୃଷି ମହାବିଦ୍ୟାଳୟର ପ୍ରଫେସରଙ୍କ ମୁହଁରେ କଳା କରିଦେଇଥିଲେ। ମାର୍ଚ୍ଚ ୨୦୧୧ରେ ଘଟିଥିବା ଏହି ଘଟଣାରେ ରାମ ଡାଙ୍ଗୋରଙ୍କ ସମେତ ଦଶ ଜଣଙ୍କୁ ଅଭିଯୁକ୍ତ କରାଯାଇଥିଲା।

ପରଦିନ ଅନ୍ୟ ଜଣେ ପ୍ରଫେସର ପ୍ରାଣ ହରାଇଲେ, ଯିଏକି ଏହି ଦୁର୍ନୀତି ସହିତ ଜଡିତ ଥିଲେ। ଛାତ୍ର ରାଜନୀତିରେ ନିଜକୁ ନିବୃତ୍ତ ରହିବାକୁ ପରାମର୍ଶ ଦେଇ କୋର୍ଟ ସେମାନଙ୍କୁ ଜାମିନରେ ମୁକ୍ତ କରିଛନ୍ତି। ୯ ମାର୍ଚ୍ଚ ୨୦୧୧ ରେ ଚାନ୍ଦବାଲା ଜିଲାରେ ଘଟିଥିବା ଏହି ଘଟଣାରେ ଭଗବନ୍ତରାୟ ମାଣ୍ଡଲୋଇ କୃଷି କୃଷି ମହାବିଦ୍ୟାଳୟର ପ୍ରଫେସର ଅଶୋକ ଚୌଧୁରୀଙ୍କ ଦ୍ୱାରା ପ୍ରଦର୍ଶନ କରାଯାଇଥିଲା। ଛାତ୍ରୀଙ୍କ ପ୍ରତି ଅସଦାଚରଣ ଅଭିଯୋଗରେ ତାଙ୍କୁ ଗୁରୁତର ଭାବେ ମାଡ ଦିଆଯାଇଥିଲା ଏବଂ ମୁହଁରେ କଳା ବୋଳାଯାଇଥିଲା।

ପୋଲିସ ଆଇପିସି ଧାରା ୩୫୩, ୩୩୨, ୨୯୪, ୫୬, ୪୨୭, ୧୪୭, ୧୪୯ ଏବଂ ଏସସି / ଏସଟି ଅଧିନିୟମ ଅନୁଯାୟୀ ୧୧ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri