ଆଜି କରୋନା ଆଁରେ ୧୦ ଜୀବନ, ମୃତ୍ୟୁସଂଖ୍ୟା ୪୧୯କୁ ବୃଦ୍ଧି

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪୧୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ମୃତକମାନଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୫ ଜଣ ଥିବା ବେଳେ ସୁନ୍ଦରଗଡ଼ରୁ ୨ ସେହିପରି କଟକ, ନୟାଗଡ଼ ଏବଂ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୮୧,୪୭୯ରେ ପହଞ୍ଚିଥିବା ବେଳେ ୫୪,୪୦୫ ଜଣ ସୁସ୍ଥ ହୋଇଛନ୍ତି। ୨୬,୬୦୨ଜଣ ଚିକିତ୍ସିତ ହେଉଛନ୍ତି। ୪୧୯ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨6ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri