ରଥ ନିର୍ମାଣ କରୁଥିବା ୧୦ ମହାରଣା ଗିରଫ

ବାଲେଶ୍ୱର ଅଫିସ, ୨୧।୬: ବାଲେଶ୍ୱର ଜିଲା ନୀଳଗିରି ଜଗନ୍ନାଥ ମନ୍ଦିର ରଥ ଖଳାରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷେଧାଦେଶ ଜାରି ହୋଇଥିଲା। ଏହି ନିୟମକୁ ଉଲ୍ଲଙ୍ଘନ କରି ରଥ ନିର୍ମାଣ କରୁଥିବା ଅଭିଯୋଗରେ ସୋମବାର ୧୦ ମହାରଣାଙ୍କୁ ଗିରଫ କରାଯାଇଥିବା ନୀଳଗିରି ଉପଜିଲାପାଳ ହରିଶ୍ଚନ୍ଦ୍ର ବେହେରା କହିଛନ୍ତି ।
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ମହାମାରୀ କରୋନା ପାଇଁ ପୁରୀ ଛଡ଼ା କେଉଁଠି ବି ରଥଯାତ୍ରା ହେବନି କି ରଥ ନିର୍ମାଣ ହେବନି ବୋଲି ନିର୍ଦ୍ଦେଶ ଦିଆଯାଇଥିଲା। ମାତ୍ର ନୀଳଗିରିରେ ଉପଜିଲ୍ଲାପାଳ ବାରମ୍ବାର ନୋଟିସ ଦେବାପରେ ମଧ୍ୟ ମହାରଣାମାନେ ରଥ ନିର୍ମାଣ କରିଥିଲେ। ସୋମବାର ଉପଜିଲାପାଳ, ତହସିଲଦାର ଏବଂ ପୋଲିସ ଅଧିକାରୀ ମିଳିତ ଭାବରେ ଚଢ଼ାଉ କରି ୧୦ ଜଣ ମହାରଣାଙ୍କୁ ଗିରଫ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri