ଭଦ୍ରକରେ ୧୦ ଏନ୍‌ଡିଆରଏଫ ଟିମ୍‌

ଭଦ୍ରକ ଅଫିସ: ୨୫।୫: ୟାସ୍‌ର ମୁକାବିଲା ପାଇଁ ଭଦ୍ରକ ଜିଲାରେ ସମୁଦାୟ ୧୦ ଏନ୍‌ଡିଆରଏଫ ଟିମ୍‌ ମୁତୟନ ଅଛନ୍ତି। ଏହି ଟିମ୍‌କୁ ବାତ୍ୟା ପ୍ରବଣ ଚାନ୍ଦବାଲି, ଧାମରା, ବାସୁଦେବପୁର, ତିହିଡ଼ି ଅଞ୍ଚଳରେ ମୁତୟନ କରାଯାଇଛି। ପୂର୍ବରୁ ୪ଟି ଟିମ୍‌ ପହଞ୍ଚି ବାସୁଦେବପୁର ଓ ଧାମରା ଅଞ୍ଚଳର ସମୁଦ୍ରକୂଳିଆ ଗାଁ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଥିବା ବେଳେ ମଙ୍ଗଳବାର ଆଉ ୬ଟି ଟିମ୍‌ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ସେହିଭଳି ୪ଟି ଓଡ୍ରାଫ ଟିମ୍‌ ଧାମନଗର, ଭଦ୍ରକ, ଭଣ୍ଡାରିପୋଖରୀ ଓ ତିହିଡିରେ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri