କଟକରେ କରୋନା କାୟା: ଚିହ୍ନଟ ହେଲେ ଆଉ ୧୦ ଆକ୍ରାନ୍ତ

କଟକ ଅଫିସ,୧୧।୭: କଟକ ସହରରେ ଶନିବାର ଆଉ ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌, ୫ ହୋମ୍‌ କ୍ୱାରାଣ୍ଟାଇନ୍‌ , ଜଣେ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଏନେଇ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି ।…

ଗର୍ଜିଲେ ରାହୁଲ; ଅମିତ ଶାହାଙ୍କୁ ପଦବୀରୁ ହଟାନ୍ତୁ, ଭାଜପାକୁ କ୍ଷମା ମାଗିବି….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ଭାଜପା ତାଙ୍କୁ ଗୃହରେ କହିବାକୁ ଦେଲାନାହିଁ । ବାରମ୍ବାର ବାଚସ୍ପତିଙ୍କୁ ଅନୁରୋଧ…

ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ…

ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ…

ରିଙ୍ଗ ରୋଡ଼ ଭାଙ୍ଗି ଆନନ୍ଦପୁରରେ ବନ୍ୟା: ପାଣିରେ ଭାସିଲା ଗାଁ, ନିଖୋଜ ଯୁବକ

ଆନନ୍ଦପୁର,୨୯।୭(ସୁଶାନ୍ତ କୁମାର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଆନନ୍ଦପୁର ଅଞ୍ଚଳରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।…

ବାଂଲାଦେଶ ଫେରିବା ନେଇ ଶେଖ୍ ହାସିନାଙ୍କ ବଡ଼ ବୟାନ, ମୃତ୍ୟୁ ମଧ୍ୟ ଗ୍ରହଣୀୟ କିନ୍ତୁ….

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା କ୍ଷମତା ଯିବା ପରଠାରୁ ଅର୍ଥାତ୍ ଅଗଷ୍ଟ ୨୦୨୪ରୁ ଭାରତରେ ରହି ଆସୁଛନ୍ତି । ସେ କହିଛନ୍ତି ଯେ, ଚଳିତ ବର୍ଷ…

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri