କଟକରେ କରୋନା କାୟା: ଚିହ୍ନଟ ହେଲେ ଆଉ ୧୦ ଆକ୍ରାନ୍ତ

କଟକ ଅଫିସ,୧୧।୭: କଟକ ସହରରେ ଶନିବାର ଆଉ ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌, ୫ ହୋମ୍‌ କ୍ୱାରାଣ୍ଟାଇନ୍‌ , ଜଣେ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଏନେଇ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।