ବରଗଡ଼ ଜିଲାରୁ ୧୦ ନୂଆ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୮୬

ବରଗଡ଼ ଅଫିସ, ୨୮।୭: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ଅତାବିରା ଏନ୍‌ଏସିର କଣ୍ଟେନମେଣ୍ଟ ଅଞ୍ଚଳରୁ ସର୍ବାଧିକ ୯ ଜଣ ରହିଥିବା ବେଳେ ଅନ୍ୟଜଣକ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ ନଂ. ୧୩ର ଅଟନ୍ତି। ସମସ୍ତ ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୮୬ରେ ପହଞ୍ଚିଛି। ସେଥିରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୧୨ ଜଣ ସୁସ୍ଥ ହୋଇଛନ୍ତି। ୭୩ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୫ ବର୍ଷର ସୁବର୍ଣ୍ଣପୁର ପୌରପାଳିକା: ଏବେ ବି ବିକାଶଠୁ ବହୁ ଦୂରରେ…

ସୋନପୁର,୩୧।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୌରପାଳିକା ଓଡ଼ିଶାର ଅନ୍ୟତମ ପୁରାତନ ପୌରପାଳିକା। ୧୯୫୦ ମସିହାରେ ବ୍ରିଟିଶ ଶାସନ ସମୟରେ ସୋନପୁର ରାଜ୍ୟରେ ପୌରପାଳିକା ସ୍ଥାପନ ହୋଇଥିଲା। ସ୍ବାଧୀନତା ପରେ…

ଧାନ ବିକ୍ରି ପଞ୍ଜୀକରଣ ପାଇଁ ପାକ୍ସରେ ଚାଷୀଙ୍କ ଭିଡ଼

ଅମରପାଲି,୩୧ା୮(ପୀତାମ୍ବର ସାହୁ): ଚାଷ ଓ ଚାଷୀଙ୍କ ଜିଲା ସୁବର୍ଣ୍ଣପୁର। ଜିଲାର ଅଧିକାଂଶ ଧାନ ଚାଷ କରନ୍ତି। ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସୁବର୍ଣ୍ଣପୁର ଜିଲା…

ବିଜେଡିର ବଡ଼ ଚେତାବନୀ: MMDR ପ୍ରତ୍ୟାହାର ନ ହେଲେ ଧାରଣା

ଭୁବନେଶ୍ୱର,୩୧।୮:ଖଣି ଏବଂ ଖଣିଜ (ବିକାଶ ଏବଂ ନିୟନ୍ତ୍ରଣ) ସଂଶୋଧନ ଆଇନ, ୨୦୨୬(MMDR) ପ୍ରତ୍ୟାହାର ନ ହେବା ଯାଏ ରାଜଭବନ ଆଗରେ ଧାରଣା ଦିଆଯିବ ବୋଲି ସୋମବାର ଅନୁଷ୍ଠିତ…

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଏସ୍‌ପି: ଭିତ୍ତିଭୂମି ସମ୍ପର୍କରେ କର୍ତ୍ତୃପକ୍ଷଙ୍କ ସହ….

ଦାରିଙ୍ଗବାଡ଼ି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସୋମବାର କନ୍ଧମାଳ ଏସ୍‌ପି ରମେନ୍ଦ୍ର ପ୍ରସାଦ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି। ଏସ୍‌ପିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri