ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଗଞ୍ଜାମ ଜିଲାରେ ୧୦ ଅଧିକାରୀ ନିଯୁକ୍ତ

ଛତ୍ରପୁର,୩୧ା୧୦(ଦିଲ୍ଲୀପ ସାମଲ): ‘ଅର୍ଣ୍ଣବ’ ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା ଏବଂ ରିଲିଫ କାର୍ଯ୍ୟକୁ ସୁଦୃଢ଼ କରିବା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୧୦ ଜଣ ସହକାରୀ କମିଶନର, ନିର୍ବାହୀ ଅଧିକାରୀ ଓ ଯନ୍ତ୍ରୀଙ୍କୁ ଗଞ୍ଜାମ ଜିଲାରେ ନିୟୋଜିତ କରାଯାଇଛି।
ପନୀୟ ଜଳ ଯୋଗାଣ ଓ ସ୍ବଚ୍ଛତା ବ୍ୟବସ୍ଥାର ତଦାରଖ ପାଇଁ WATCO ଓ PHEO ଟିମ୍‌କୁ ମଧ୍ୟ ଅନ୍ୟାନ୍ୟ ସ୍ଥାନରେ ନିୟୋଜିତ କରାଯାଇଛି। ବନ୍ୟା ପରେ ଜଳାଶୟ ଓ ସର୍ବସାଧାରଣ ଜଳାଶୟଗୁଡ଼ିକୁ ଭଲ ଭାବେ ସଫା ଓ ବିଶୋଧନ କରାଯିବ, ଯାହାଦ୍ୱାରା ଜଳବାହିତ ରୋଗର ଆଶଙ୍କାକୁ ରୋକାଯାଇପାରିବ। ପ୍ରଭାବିତ ଅଞ୍ଚଳରେ ସଫେଇ ଓ ସ୍ବଚ୍ଛତା ବଜାୟ ରଖିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଉଛି।
ପ୍ରଭାବିତ ଅଞ୍ଚଳରେ ନିରାପଦ ପାନୀୟ ଜଳ ଯୋଗାଣ, ସ୍ବଚ୍ଛତା ଓ ଜନସ୍ବାସ୍ଥ୍ୟର ସୁରକ୍ଷା ପାଇଁ ସରକାର ପ୍ରତିବଦ୍ଧ। ବନ୍ୟା ପରିସ୍ଥିତିର ମୁକାବିଲା ଓ ଅତ୍ୟାବଶ୍ୟକ ନାଗରିକ ସେବାର ପୁନରୁଦ୍ଧାର ପାଇଁ ସମସ୍ତ ନିୟୋଜିତ ଅଧିକାରୀ ଓ ଟିମ୍‌ ସମନ୍ବୟ ରଖି କାର୍ଯ୍ୟ କରୁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ ଯାଏଁ ଗଞ୍ଜାମରେ ସ୍କୁଲ ଛୁଟି: ସୂଚନା ଦେଇ ଜିଲାପାଳ କହିଲେ…

ଛତ୍ରପୁର, ୩୧।୧୦: ଗଞ୍ଜାମ ଜିଲାରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ସ୍କୁଲକୁ ଆସନ୍ତା ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି। ଏ ନେଇ…

ବନ୍ୟାଞ୍ଚଳ ପରିଦର୍ଶନବେଳେ ଖଲ୍ଲିକୋଟ ବିଧାୟକଙ୍କୁ ଆକ୍ରମଣ କଲେ ଲୋକେ, ଭିଡିଓ ଭାଇରାଲ…

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭୟଙ୍କର ବନ୍ୟାରେ ଲୋକଙ୍କ ଘରଦ୍ୱାର ଭାଙ୍ଗି ଜୀବନଜୀବିକା ଉଜୁଡ଼ିଯାଇଛି। ହେଲେ ବନ୍ୟା ବିପନ୍ନ ଲୋକେ ପାଣିଘରରେ…

ବନ୍ୟାଞ୍ଚଳ ସ୍ଥିତି ପରଖିଲେ ଜଳସମ୍ପଦ ପ୍ରମୁଖ ସଚିବ, ବିପର୍ଯ୍ୟସ୍ତର ବାସ୍ତବ ଚିତ୍ର ଦେଖି…

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ପ୍ରଳୟଙ୍କରୀ ବନ୍ୟା ଆସି କୂଳ ଲଂଘନ ସହ ବନ୍ଧ ଭାଙ୍ଗିଯିବା ଫଳରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ…

ସୃଷ୍ଟି ହେଲା ଅବପାତ: IMD ଡିଜି କହିଲେ ଆଜି ରାତି ସୁଦ୍ଧା ଗଭୀର ଅବପାତ, ଆସନ୍ତାକାଲି ବାତ୍ୟା, ପବନର ବେଗ ରହିବ…

ଭୁବନେଶ୍ୱର,୩୧ା୧୦: ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ କ୍ଷୟକ୍ଷତି ହୋଇଥିବାବେଳେ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଆଉ ଏକ ଅବପାତ। ଏନେଇ IMD ଡିଜି ମୃତ୍ୟୁଞ୍ଜୟ…

ସଫଳତା ପାଇବା ପାଇଁ ହେଲେ ମଣିଷକୁ ହରିଣ ଶିକାରୀ ପରି ହେବା ଉଚିତ୍‌, ଜାଣନ୍ତୁ ଏପରି ରହସ୍ୟ କଥା କାହିଁକି କହିଛନ୍ତି ଚାଣକ୍ୟ…

ଜଣେ ବ୍ୟକ୍ତି ଯେତେବେଳେ ନିଜର କାର୍ଯ୍ୟ ଏବଂ ଲକ୍ଷ୍ୟରେ ସଫଳ ହୁଏ, ସେତେବେଳେ ହିଁ ଏକ ସୁଖୀ ଜୀବନ ସମ୍ଭବ ହୋଇଥାଏ। ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିରେ…

ଅପରାଧ ନିୟନ୍ତ୍ରଣ ପାଇଁ କଡ଼ା ପଦକ୍ଷେପ, ଫୋନ୍‌ କଲ୍‌ ପ୍ରତି…

ପାଟଣା,୩୧ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ପରିସରରେ ଶନିବାର ‘ଆମ ପୋଲିସ’ ସମିତି, ନିଶାମୁକ୍ତ ଭାରତ ପାଇଁ ଶପଥ ପାଠ, ରାଷ୍ଟ୍ରୀୟ ଏକତା ଦିବସ…

ରିଲିଜ ପୂର୍ବରୁ ରେକର୍ଡ ଭାଙ୍ଗିଲା ଶାହରୁଖଙ୍କ ‘କିଙ୍ଗ’, ବଢୁଛି ଉତ୍ସାହ

ମୁମ୍ବାଇ: ବଲିଉଡ୍‌ର ବାଦଶାହ ଶାହରୁଖ ଖାନଙ୍କ ଆଗାମୀ ଫିଲ୍ମ ‘କିଙ୍ଗ’କୁ ନେଇ ଏବେଠାରୁ ଜୋରଦାର ଚର୍ଚ୍ଚା। ଫିଲ୍ମ ରିଲିଜ ହେବା ପୂର୍ବରୁ ହିଁ ଏହା ଏକ ବଡ଼…

ବିଦ୍ୟାଭାରତୀଙ୍କୁ ଝଟକା: ଏଥର ହେବେ ବନ୍ଧା!

ବାରିପଦା/ଭୁବନେଶ୍ୱର, ୩୧।୧୦: ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଅଡ଼ୁଆ ବଢ଼ିଛି। ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?