୧୦ ପାଲେଷ୍ଟିନୀୟଙ୍କୁ ହତ୍ୟା

ନାବଲସ୍‌, ୨୩।୨: ବୁଧବାର ନାବଲସ୍‌ରେ ଇସ୍ରାଏଲ ଟ୍ରୁପ୍‌ ୧୦ ପାଲେଷ୍ଟିନୀୟଙ୍କୁ ହତ୍ୟା କରିଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ୭୨ ବର୍ଷୀୟ ବୃଦ୍ଧ ଏବଂ ୧୪ ବର୍ଷର ବାଳକଙ୍କ ସମେତ ୩ ସାଧାରଣ ନାଗରିକ ରହିଛନ୍ତି। ୧୦୨ ଜଣ ଆହତ ହୋଇଛନ୍ତି। ଡାକ୍ତରଖାନାରେ ସେମାନଙ୍କ ଚିକିତ୍ସା ଜାରିଥିବାବେଳେ ସେମାନଙ୍କ ମଧ୍ୟରୁ ୬ ଜଣ ଗୁରୁତର ଅଛନ୍ତି।

ଓ୍ବେଷ୍ଟ ବ୍ୟାଙ୍କ ଅଧିକୃତ ସହରର ଏକ ପ୍ରମୁଖ ସ୍ଥାନରେ ଇସ୍ରାଏଲ ଟ୍ରୁପ୍‌ ଓ ପାଲେଷ୍ଟିନୀୟଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଇସ୍ରାଏଲ ଟ୍ରୁପ୍‌ ସଦସ୍ୟଙ୍କ ମଧ୍ୟରୁ କେହି ନିହତ ହୋଇ ନ ଥିବା ମିଲିଟାରି ପକ୍ଷରୁ କୁହାଯାଇଛି। ୨ ପାଲେଷ୍ଟିନୀୟ କମାଣ୍ଡରଙ୍କୁ ଏକ ଘରେ ଘୋରାବନ୍ଦୀ କରି ଇସ୍ରାଏଲ ଟ୍ରୁପ୍‌ ରଖିଥିବା ପାଲେଷ୍ଟିନୀୟ ମିଲିଟାଣ୍ଟ ଇସଲାମିକ ଜିହାଦ ପକ୍ଷରୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri