Posted inଜାତୀୟ

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା ବଢ଼ିବାର ଆଶଙ୍କା ରହିଛି। ଶନିବାର ରାତିରେ ମଦ ପିଇବା ପରେ ବାନ୍ତି କରିବା ସହ ଅସୁସ୍ଥ ହୋଇ ପଡ଼ିଥିଲେ।

ବଣ୍ଡା ବିଧାୟକ ବୀରେନ୍ଦ୍ର ସିଂହ, ସାଗର କଲେକ୍ଟର ପ୍ରତିଭା ପାଲ, ପୋଲିସ ଅଧୀକ୍ଷକ ଅନୁରାଗ ସୁଜାନିଆ ଏବଂ ମୁଖ୍ୟ ଚିକିତ୍ସା ଏବଂ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଦେବେଶ ପାଟେରିଆଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଏବଂ ଜନପ୍ରତିନିଧିଙ୍କ ସହିତ ଡାକ୍ତରଖାନା ଯାଇଥିଲେ।

ଅଧିକାରୀମାନେ ଡାକ୍ତରଙ୍କୁ ଭେଟି ରୋଗୀଙ୍କ ଅବସ୍ଥା ଏବଂ ଘଟଣା ପାରିପାର୍ଶ୍ୱିକ ପରିସ୍ଥିତିର ସମୀକ୍ଷା କରିଥିଲେ। ପ୍ରଭାବିତ ଲୋକମାନେ ପାଟଣ, ନୌରାଜଜ, ଦିଲୋନା, ବାମୁରା, ହିନୌଟି ଆଦି ଅଞ୍ଚଳର ବୋଲି ଜଣାପଡ଼ିଛି।

ଘଟଣାସ୍ଥଳକୁ ଯିବା ପାଇଁ ବରିଷ୍ଠ ଅଧିକାରୀ ଓ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ନିର୍ଦ୍ଦେଶ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri