କରାଚିରେ ବଡ ଧରଣର ବିସ୍ଫୋରଣ: ୧୦ ମୃତ, ଆହତଙ୍କ ମଧ୍ୟରେ ୪ ଗୁରୁତର

କରାଚି,୧୮ ।୧୨: ପାକିସ୍ତାନ କରାଚିରେ ଶେରଶାହ ପାରାଚା ଚୌକ ଅଞ୍ଚଳରେ ଏକ ବଡ ଧରଣର ବିସ୍ଫୋରଣ ହୋଇଛି । ଶନିବାର ଦ୍ୱିପ୍ରହରରେ ଏକ ଅଟ୍ଟାଳିକାରେ ହୋଇଥିବା ଏହି ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏଥିରେ ଅନେକେ ଆହତ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଥିବା ସୂଚନା ମିଳିଛି । ତେଣୁ ଆଗକୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ଆଶଙ୍କା କରାଯାଉଛି । କୁହାଯାଉଛି କି ବିସ୍ଫୋରଣ ଏକ ପ୍ରାଇଭେଟ ବ୍ୟାଙ୍କ ନିକଟରେ ହୋଇଛି । ଏହା ପାଖାପାଖି ଥିବା ଘର ଗୁଡିକ ବି କ୍ଷତିଗ୍ରସ୍ତ ହାଇଛି । ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଛନ୍ତି । ଆହତଙ୍କୁ ନିକଟସ୍ଥ ସିଭିଲ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି । ଏଥିରେ ୧୨ ଜଣ ଆହତ ହୋଇଥିବା ସୂଚନା ରହିଛି । ଘଟଣାସ୍ଥଳରେ ବମ୍ ଡିଫ୍ୟୁଜ ୟୁନିଟ ପହଞ୍ଚିଥିବା ବେଳେ ପୋଲିଓ ଓ ରେଞ୍ଜର୍ସର ଅଧିକାରୀମାନେ ଉକ୍ତ ଅଞ୍ଚଳକୁ ସିଲ୍ କରି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri