କରାଚିରେ ବଡ ଧରଣର ବିସ୍ଫୋରଣ: ୧୦ ମୃତ, ଆହତଙ୍କ ମଧ୍ୟରେ ୪ ଗୁରୁତର

କରାଚି,୧୮ ।୧୨: ପାକିସ୍ତାନ କରାଚିରେ ଶେରଶାହ ପାରାଚା ଚୌକ ଅଞ୍ଚଳରେ ଏକ ବଡ ଧରଣର ବିସ୍ଫୋରଣ ହୋଇଛି । ଶନିବାର ଦ୍ୱିପ୍ରହରରେ ଏକ ଅଟ୍ଟାଳିକାରେ ହୋଇଥିବା ଏହି ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏଥିରେ ଅନେକେ ଆହତ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଥିବା ସୂଚନା ମିଳିଛି । ତେଣୁ ଆଗକୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ଆଶଙ୍କା କରାଯାଉଛି । କୁହାଯାଉଛି କି ବିସ୍ଫୋରଣ ଏକ ପ୍ରାଇଭେଟ ବ୍ୟାଙ୍କ ନିକଟରେ ହୋଇଛି । ଏହା ପାଖାପାଖି ଥିବା ଘର ଗୁଡିକ ବି କ୍ଷତିଗ୍ରସ୍ତ ହାଇଛି । ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଛନ୍ତି । ଆହତଙ୍କୁ ନିକଟସ୍ଥ ସିଭିଲ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି । ଏଥିରେ ୧୨ ଜଣ ଆହତ ହୋଇଥିବା ସୂଚନା ରହିଛି । ଘଟଣାସ୍ଥଳରେ ବମ୍ ଡିଫ୍ୟୁଜ ୟୁନିଟ ପହଞ୍ଚିଥିବା ବେଳେ ପୋଲିଓ ଓ ରେଞ୍ଜର୍ସର ଅଧିକାରୀମାନେ ଉକ୍ତ ଅଞ୍ଚଳକୁ ସିଲ୍ କରି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଉପ-ରାଷ୍ଟ୍ରପତିଙ୍କ ସୁରକ୍ଷା କର୍ମୀଙ୍କ ଉନ୍ମତ୍ତ କାଣ୍ଡ, ବ୍ୟକ୍ତିଙ୍କୁ କାର୍‌ ଭିତରୁ ଟାଣି ଆଣି ରାସ୍ତାରେ ପିଟିଲେ

ଦକ୍ଷିଣ ଆଫ୍ରିକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦ. ଆଫ୍ରିକାର କେପ୍‌ ଟାଉନ,୫।୭: ଉପରାଷ୍ଟ୍ରପତିଙ୍କ ସୁରକ୍ଷା କର୍ମୀ ଦଳ ଜଣେ ବ୍ୟକ୍ତିଙ୍କୁ କାର ଭିତରୁ...

ପ୍ରଥମଥର ପାଇଁ ତୋସାଖାନା ଉପହାରକୁ ସାର୍ବଜନୀନ କଲା ପାକିସ୍ତାନ

ଇସଲାମାବାଦ,୧୩ା୩: ପାକିସ୍ତାନ ଇତିହାସରେ ପ୍ରଥମଥର ପାଇଁ ସରକାର ତୋସାଖାନାଙ୍କ ଉପହାରର ରେକର୍ଡ ସାର୍ବଜନୀନ କରିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ୪୪୬ ପୃଷ୍ଠା ସମ୍ବଳିତ ତଥ୍ୟରେ ୨୦୦୨ରୁ...

ବ୍ରିଟିଶମାନେ ଗଣିତରେ ଦୁର୍ବଳ

କଲ୍‌ଚେଷ୍ଟର(ବ୍ରିଟେନ), ୭।୧: ବ୍ରିଟିଶମାନଙ୍କଠାରେ ଗାଣିତିକ ଦକ୍ଷତାର ଅଭାବ ରହିଥିବା ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ସ୍ବୀକାର କରିଛନ୍ତି। ବର୍ତ୍ତମାନର ଡେଟା ଯୁଗରେ ପ୍ରତି କାମ ପାଇଁ...

ଇମ୍ରାନଙ୍କୁ ଗିରଫ ପରେ ପାକିସ୍ତାନରେ ସାଧାରଣ ନିର୍ବାଚନ ସ୍ଥଗିତ…

ଇସଲାମାବାଦ,୫।୮ : ପାକିସ୍ତାନରେ ତୋଶଖାନା ମାମଲାରେ ଦଣ୍ଡିତ ହେବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗିରଫ କରାଯାଇଛି। ପାକିସ୍ତାନର ଲାହୋରରେ ଅବସ୍ଥିତ ତାଙ୍କ ଘର...

ୟୁରୋପ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା: ଓ୍ବାଶିଂଟନ୍‌ରେ ଜରୁରୀକାଳିନ ଘୋଷଣା

ଓ୍ବାଶିଂଟନ୍‌,୧୨।୩: କରୋନା ଭାଇରସ୍‌ ସାରା ବିଶ୍ୱରେ ଧିରେ ଧିରେ ନିଜର କାୟା ବିସ୍ତାର କରଚାଲିଛି। ଏଥିଯୋଗୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କରୋନାକୁ ବିଶ୍ୱ ମହାମାରୀ ଘୋଷଣା...

ପାକିସ୍ତାନର ପରାଜୟ ଟିମ୍‌ର ଭୁଲ ନୁହେଁ: ପୂର୍ବତନ ମନ୍ତ୍ରୀ

ଇସଲାମାବାଦ,୨୯ ।୮: ପାକିସ୍ତାନର ପୂର୍ବତନ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଫୟାଦ ଅହମ୍ମଦ ଚୌଧୁରୀ ପୁଣିଥରେ ଆସିଛନ୍ତି ଚର୍ଚ୍ଚାକୁ । ଏସିଆ କପ ଟୁର୍ନାମେଣ୍ଟରେ ଭାରତଠାରୁ...

ଅଢ଼େଇ କୋଟିରେ ନିଲାମ ହେଲା ଚଷମା…

ଲଣ୍ଡନ, ୨୨।୮: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଚଷମା ନିଲାମ କରାଯାଇଛି। ଏହା ୨ କୋଟି ୫୫ ଲକ୍ଷ ଟଙ୍କାରେ ନିଲାମ କରାଯାଇଛି। ଏହାକୁ ଆମେରିକାର...

ଆସନ୍ତା ସପ୍ତାହରେ ଚାଇନା ଯିବେ ଶେହବାଜ

ଇସଲାମାବାଦ,୨୬ା୧୦: ଆସନ୍ତା ସପ୍ତାହରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଦୁଇ ଦିନିଆ ଚାଇନା ଗସ୍ତରେ ଯାଇ ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ ଭେଟିବେ। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ...

Advertisement
Archives

Model This Week