Posted inଜାତୀୟ

ଆତଙ୍କବାଦୀଙ୍କ ଟାର୍ଗେଟରେ ପଞ୍ଜାବର ୧୦ ରାଜନେତା, କେନ୍ଦ୍ରୀୟ ସୁରକ୍ଷା ଏଜେନ୍ସି ପକ୍ଷରୁ ସତର୍କ ସୂଚନା ଜାରି…

ଚଣ୍ଡିଗଡ଼, ୨୧।୮ : ପଞ୍ଜାବର ୧୦ ଜଣ ରାଜନେତାଙ୍କୁ ହତ୍ୟା କରିବା ପାଇଁ ଆତଙ୍କqବାଦୀ ସଂଠନ ପକ୍ଷରୁ ଷଡ଼ଯନ୍ତ୍ର ରଚାଯାଇଛି। କେନ୍ଦ୍ରୀୟ ସୁରକ୍ଷା ଏଜେନ୍ସି ପକ୍ଷରୁ ଏନେଇ ଏକ ସତର୍କ ସୂଚନା ଜାରି କରାଯାଇଛି। ସୂଚନାନୁସାରେ, ଗୁପ୍ତଚର ଏଜେନ୍ସି ପକ୍ଷରୁ ପଞ୍ଜାବ ପୋଲିସକୁ ଏ ସମ୍ପର୍କରେ ଇନ୍‌ପୁଟ ଯୋଗାଇ ଦିଆଯାଇଛି।

ସୂଚନାନୁସାରେ, ଆତଙ୍କବାଦୀମାନେ ପଞ୍ଜାବର ରାଜନୈତିକ ପରିବେଶକୁ ନଷ୍ଟ କରୁଥିବା ଅଭିଯୋଗରେ ଏସବୁ ୧୦ ରାଜନେତାଙ୍କୁ ଟାର୍ଗେଟରେ ରଖିଛନ୍ତି। ସେଥିମଧ୍ୟରେ ଚାରିଜଣ ନେତା କଂଗ୍ରେସର ଅଛନ୍ତି। ପୂର୍ବତନ ମନ୍ତ୍ରୀ ସୁଖଜିନ୍ଦର ରାନ୍ଧୱା, ବିଜୟନ୍ଦର ସିଙ୍ଗଲା, ଗୁରୁକିରତ୍‌ କୋଟଲି ଏବଂ ପୂର୍ବତନ ବିଧାୟକ ପରମିନ୍ଦର ସିଂ ପିଙ୍କିଙ୍କ ନାମ ମଧ୍ୟ ଏଥିରେ ରହିଛି।

ପଞ୍ଜାବ ପୋଲିସକୁ ଏହି ୧୦ ରାଜନେତାଙ୍କ ସୁରକ୍ଷା ବୃଦ୍ଧି କରିବାକୁ କେନ୍ଦ୍ରୀୟ ଏଜେନ୍ସି ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri