କଟକ,୨୧ା୭: ରେଭେନ୍ଶାର ଇଷ୍ଟ ହଷ୍ଟେଲରେ ରାଗିଂ ଅଭିଯୋଗରେ
୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ୟୁଜି ପ୍ରଥମ ବର୍ଷ ଛାତ୍ରଙ୍କୁ ତୃତୀୟ ବର୍ଷ ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଥିଲା। ଏହା ପରେ ଆଣ୍ଟି ରାଗିଂ କମିଟି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।
କଟକ,୨୧ା୭: ରେଭେନ୍ଶାର ଇଷ୍ଟ ହଷ୍ଟେଲରେ ରାଗିଂ ଅଭିଯୋଗରେ
୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ୟୁଜି ପ୍ରଥମ ବର୍ଷ ଛାତ୍ରଙ୍କୁ ତୃତୀୟ ବର୍ଷ ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଥିଲା। ଏହା ପରେ ଆଣ୍ଟି ରାଗିଂ କମିଟି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।
ହାଟଡିହୀ/ଛେନାପଦୀ,୧୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବଡ଼ରମ୍ପାସ ସେବା ସମବାୟ ସମିତିର ପରିଚାଳନା କମିଟିକୁ ନିଲମ୍ବନ କରାଯାଇଛି। କେନ୍ଦୁଝର ଡିଆରସିଏସ (ଡେପୁଟି ରେଜିଷ୍ଟ୍ରାର…
ଗୁଣପୁର,୧୮।୮(ସୁଜାତା ପାଢ଼ୀ)- ରାୟଗଡ଼ା ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ପୋଲିସ କନଷ୍ଟେବଳଙ୍କ ପ୍ରାଣହାନି ହୋଇଛି। କୁମ୍ଭିକୋଟା ଫାଣ୍ଡିରେ କାର୍ଯ୍ୟରତ କନଷ୍ଟେବଳ କିଶୋର ପତି (୫୦)…
ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (JMFC) କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ଚୂଡ଼ାନ୍ତ ଶୁଣାଣି ହୋଇଛି।…
ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍ଙ୍କୁ ସମାନ୍ଜନକ ଧ୍ୟାନ୍ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…
ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…
ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…
ପାରଳାଖେମୁଣ୍ଡି, ୧୮।୮(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ପର୍ଯ୍ୟଟନ ଓ ଯାତାୟାତ ବ୍ୟବସ୍ଥାକୁ ଏକ ନୂତନ ଦିଗ ଦେବା ପାଇଁ ବିଧାନସଭାରେ ଦାବି ଉଠାଇଛନ୍ତି ସ୍ଥାନୀୟ ବିଧାୟକ ରୂପେଶ କୁମାର…
କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…